ବଙ୍ଗୋପସାଗର ଅଶାନ୍ତ : ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ଆସନ୍ତା ୨୦ ବେଳକୁ ଲଘୁଚାପ

କେନ୍ୟୁଜ୍: ଦକ୍ଷିଣ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୩.୧ କିମି ଯାଏ ବ୍ୟାପିଛି । ଏହାର ପ୍ରଭାବରେ ଦକ୍ଷିଣ ପୂର୍ବ ଏବଂ ପୂର୍ବ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଆସନ୍ତା ୨୦ରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରି ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ମୁହାଁଇବ । ଲଘୁଚାପ କ୍ଷେତ୍ର ସୃଷ୍ଟିର ୪୮ ଘଣ୍ଟା ପରେ ଏହା ସୁଦୃଶ ଲଘୁଚାପରେ ପରିଣତ ହେବ । IMD ପକ୍ଷରୁ ଏହି ସୂଚନା ଦିଆଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.