ରାଜ୍ୟ

୧୫ ତାରିଖ ବେଳକୁ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା, ହୋଇପାରେ ବଡ଼ ବର୍ଷା

କେନ୍ୟୁଜ୍(ବ୍ୟୁରୋ):  ଆସୁଛି ଲଘୁଚାପ । ଆସନ୍ତା ୧୫ ତାରିଖ ବେଳକୁ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି । ଦକ୍ଷିଣ ପୂର୍ବ ଓ ପାର୍ଶ୍ବବର୍ତ୍ତୀ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଏନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ତେବେ ପରବର୍ତ୍ତୀ ସମୟରେ ଅଧିକ ଘନୀଭୂତ ହୋଇପାରେ ସମ୍ଭାବ୍ୟ ଲଘୁଚାପ ।

ଏପଟେ ରାଜ୍ୟରେ ୧୫ରୁ ବଡ଼ ବର୍ଷା ସମ୍ଭାବନା ନେଇ କିଛି ପାଣିପାଗ ବିଜ୍ଞାନୀ ଆକଳନ କରିଛନ୍ତି। ୧୬ ତାରିଖ ରାତିରୁ ଉପକୂଳ ଓ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ରାଜ୍ୟରେ ଏବେ ଶୀତ ବଢ଼ିଛି । ଆସନ୍ତା ୧୪ ଯାଏ ପାଗ ଶୁଖିଲା ରହିବ ।

ଏପଟେ ଅନ୍ତର୍ଜାତୀୟ ପାଣିପାଗ ବିଜ୍ଞାନୀ ଜାସନ ନିକୋଲାସଙ୍କ ଆକଳନ ଅନୁସାରେ ଆସନ୍ତା ସପ୍ତାହରେ ବଙ୍ଗୋପସାଗରରେ ଟ୍ରିପକାଲ ଡେଭଲପମେଣ୍ଟର ସମ୍ଭାବନା ରହିଛି । ପୂର୍ବ ଭାରତରୁ ବାଙ୍ଗଲାଦେଶ ଯାଏ ଏହାର ପ୍ରଭାବ ପଡ଼ିପାରେ । .

Sasmita

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

8 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

9 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

9 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

10 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

11 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

11 hours ago