ସବୁଠି ଚାଲିଛି ମା’ଙ୍କ ଆବାହନ: ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ବିରଜାଙ୍କ ପୀଠରେ ଚାଲିଛି ମହାଷ୍ଟମୀ ପୂଜା

ଯାଜପୁର(କେନ୍ୟୁଜ୍): ସବୁଠି ଚାଲିଛି ମା’ଙ୍କ ଆବାହନ । ମଣ୍ଡପରେ ମହାସପ୍ତମୀ ପୂଜା ଅନୁଷ୍ଠିତ ହେଉଥିବା ବେଳେ ପୀଠେ ମହାଷ୍ଟମୀ ପୂଜା ଚାଲିଛି । ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ବିରଜାଙ୍କ ପୀଠରେ ଚାଲିଛି ମା’ଙ୍କ ମହାଷ୍ଟମୀ ପୂଜା । ଏଥିପାଇଁ ମା’ଙ୍କ ପାଦ ସ୍ପର୍ଶ ଓ ମୁଖ ଦର୍ଶନ କରିବା ପାଇଁ ଆଜି ବଢି ଭୋରରୁ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ ଦେଖିବାକୁ ମିଳିଛି ।

ମା’ଙ୍କୁ ସକାଳୁ ବୈତରଣୀ ଜଳରେ ସ୍ନାନ କରିବା ପରେ ଷୋଡଶ ଉପଚାରରେ ପୂଜା କରାଯିବ । ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.