ଆଜି ସୁନା ବେଶରେ ଦର୍ଶନ ଦେଉଛନ୍ତି କେନ୍ଦୁଝରର ଅଧିଷ୍ଟାତ୍ରୀ ଦେବୀ ମାଆ ତାରିଣୀ

କେନ୍ଦୁଝର(କେନ୍ଯୁଜ୍) : କେନ୍ଦୁଝର ଜିଲ୍ଲାର ଅଧିଷ୍ଟାତ୍ରୀ ଦେବୀ ମାଆ ତାରିଣୀଙ୍କ ପୀଠରେ ମହାଷ୍ଟମୀ ପୂଜା। ମାଆ ଆଜି ସ୍ୱର୍ଣ୍ଣ ଅଳଙ୍କାରରେ ସଜ୍ଜିତ ହୋଇ ସୁନା ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ଦର୍ଶନ ପାଇଁ ପୀଠରେ ହଜାର ହଜାର ଭକ୍ତଙ୍କ ଭିଡ ଲାଗିଛି। ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ପାଇଁ ମନ୍ଦିରରେ ବ୍ୟାରିକେଡ୍‌  ବ୍ୟବସ୍ଥା କରାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.