ରାଜ୍ୟ

ମହାସପ୍ତମୀ ପାଇଁ ମା’ ବିରଜାଙ୍କ ପୀଠ ଚଳ ଚଞ୍ଚଳ

ଯାଜପୁର ଟାଉନ : ଆଜି ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କ ପୀଠରେ ମହାସପ୍ତମୀ । ଏଥିପାଇଁ ଚଳ ଚଞ୍ଚଳ ହୋଇ ଉଠିଛି ମା’ ବିରଜାଙ୍କ ପୀଠ । ମା’ଙ୍କ ଷୋଡଶ ଉପଚାରରେ ପୂଜା ଜାରି ରହିଛି । ଭୋରୁ ଶାସନ ବ୍ରାହ୍ମଣମାନେ ପବିତ୍ର ବୈତରଣୀରୁ ଜଳ ଆଣି ମା’ଙ୍କୁ ସ୍ନାନ କରିଥିଲେ । ଏହା ପରେ ମା’ଙ୍କ ଗର୍ଭ ଗୃହକୁ ଯାଇ ପାଦ ସ୍ପର୍ଶ ଓ ମୁଖ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଲମ୍ବା ଲାଇନ ଦେଖିବାକୁ ମିଳିଛି ।

ମା’ଙ୍କ  ଉତ୍ସବର ସ୍ୱତନ୍ତ୍ରତା ହେଉଛି ରଥଯାତ୍ରା ପରମ୍ପରା । ଏହି ନଅ ଦିନ ଅପରାହ୍ନରେ ମା’ଙ୍କ ଚଳନ୍ତି ପ୍ରତିମା ରଥ ଉପରକୁ ବିଜେ କରି ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଇଥାନ୍ତି । ଏଭଳି ବିରଳ ପରମ୍ପରା ଅନ୍ୟ କୌଣସି ଠାରେ ଦେଖିବାକୁ ମିଳେ ନାହିଁ । ଚଳିତ ବର୍ଷ ତିଥି କ୍ଷୟ ପାଇଁ ମା’ଙ୍କ ରଥ ୮ଦିନ ଗଡିବ। ମା’ଙ୍କ ଶୃଙ୍ଖଳିତ ଦର୍ଶନ, ନୀତିକାନ୍ତି ଏବଂ ରଥଯାତ୍ରାକୁ ଶୃଙ୍ଖଳିତ ଭାବେ ଶେଷ କରିବା ପାଇଁ ମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି ।

Niharanjan

Recent Posts

ଦିଲ୍ଲୀ: ମେଟ୍ରୋ ଥାନାରେ ଭୟାବହ ଅଗ୍ନିକାଣ୍ଡ, ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ସହ ଜଳିଗଲା ବିଲ୍ଡିଂ

ଦିଲ୍ଲୀର କାଶ୍ମୀରୀ ଗେଟ୍ ମେଟ୍ରୋ ଥାନାରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏହି ଘଟଣା ମେ’ ୩୧ ତାରିଖ ରାତିରେ…

9 mins ago

ରାଜ୍ୟରେ ଶାନ୍ତିଶୃଙ୍ଖଳାର ସହ ଚାଲିଛି ଭୋଟଗ୍ରହଣ: ଦିନ ୧୧ଟା ସୁଦ୍ଧା ୨୨.୯୭ ପ୍ରତିଶତ ମତଦାନ

କେନ୍ୟୁଜ୍‌: ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଶାନ୍ତିଶୃଙ୍ଖଳାର ସହ ଚାଲିଛି ଭୋଟଗ୍ରହଣ । ଦିନ ୧୧ଟା…

10 mins ago

ଟି୨୦ ବିଶ୍ୱକପ ପାଇଁ ବିରାଟଙ୍କ ସହିତ ଆମେରିକାରେ ପହଞ୍ଚିଲେ ଅନୁଷ୍କା, ସାଙ୍ଗରେ ଅଛନ୍ତି ଭାମିକା ଓ ଅକାୟ

ଆଇସିସି ଟି୨୦ ବିଶ୍ୱକପ ଆରମ୍ଭ ହେବାକୁ ଆଉ କିଛି ଘଣ୍ଟା ବାକି ରହିଛି । ଭାରତୀୟ ଟିମର ପ୍ରଥମ ମ୍ୟାଚ…

14 mins ago

ଅତି ଆଡ଼ମ୍ବର ସହକାରେ ପାଳିତ ହେଉଛି ପାରମ୍ପାରିକ ଠାକୁରାଣୀ ଯାତ୍ରା, ଜମୁଛି ଶ୍ରଦ୍ଧାଳୁଙ୍କ ଗହଳି

ଢୋଲ-ମହୁରୀ ସାଙ୍ଗକୁ ବାଜା-ବାଜଣାରେ ଅତି ଧୁମଧାମରେ ଚାଲିଛି ଠାକୁରାଣୀଙ୍କ ସାହି ପରିକ୍ରମା । ବିଶ୍ବାସ ରହିଛି, ମା’ଙ୍କ ଏହି ଅଲୌକିକ…

19 mins ago

ନିର୍ବାଚନ ଡ୍ୟୁଟି ବେଳେ ଅଘଟଣ, କାର୍ଯ୍ୟରତ ବିଏଲଓଙ୍କ ଆକସ୍ମିକ ମୃତ୍ୟୁ

ଯାଜପୁର ଟାଉନ(କେନ୍ୟୁଜ୍‌): ନିର୍ବାଚନ ଡ୍ୟୁଟି ବେଳେ ଅଘଟଣ । କାର୍ଯ୍ୟରତ ବିଏଲଓଙ୍କ ଆକସ୍ମିକ ମୃତ୍ୟୁ  । ମୃତକ ହେଲେ ମନୋରଞ୍ଜନ…

19 mins ago

ଶ୍ରୀମନ୍ଦିର ଇତିହାସରେ ପ୍ରଥମ, ମନ୍ଦିର ହୁଣ୍ଡିରୁ ମିଳିଲା ୭୦ ଲକ୍ଷ ଟଙ୍କାର ସୁନା ଇଟା

ପୁରୀ (କେନ୍ୟୁଜ) : ଶ୍ରୀମନ୍ଦିର ହୁଣ୍ଡିରୁ ମିଳିଛି ୧ କେଜି ୮ଶହ ମିଲିଗ୍ରାମ ସୁନା। ଆଉ ଏସବୁ ହେଉଛି ସୁନା…

39 mins ago