Below header

ଜାଗର ଯାତ୍ରା ପାଇଁ ଚଳଚଞ୍ଚଳ ପୁରୀର ବାବା ଲୋକନାଥଙ୍କ ପୀଠ

ଜାଗର ଯାତ୍ରା ପାଇଁ ଚଳଚଞ୍ଚଳ ପୁରୀର ବାବା ଲୋକନାଥଙ୍କ ପୀଠ । ମହାଶିବରାତ୍ରି ପାଇଁ ଲୋକନାଥ ପୀଠରେ ବ୍ୟାପକ ପ୍ରସ୍ତୁତି ହୋଇଛି ।

ପୁରୀ : ଜାଗର ଯାତ୍ରା ପାଇଁ ଚଳଚଞ୍ଚଳ ପୁରୀର ବାବା ଲୋକନାଥଙ୍କ ପୀଠ । ମହାଶିବରାତ୍ରି ପାଇଁ ଲୋକନାଥ ପୀଠରେ ବ୍ୟାପକ ପ୍ରସ୍ତୁତି ହୋଇଛି । ଜିଲ୍ଲା ଓ ପୋଲିସ ପ୍ରଶାସନ ସହ ଶ୍ରୀଲୋକନାଥ ମନ୍ଦିର ଟ୍ରଷ୍ଟ ବୋର୍ଡ଼ ଓ ସେବାୟତ ନିଯୋଗ ପକ୍ଷରୁ ଶ୍ରୀଲୋକନାଥଙ୍କ ରୀତି, ନୀତି, ହରିହର ଭେଟ, ମହାଦୀପ ତଥା ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ସମସ୍ତ ନୀତି କାନ୍ତି ସୁରୁଖୁରୁରେ ଚାଲିଛି।

ଶ୍ରୀକ୍ଷେତ୍ରରେ ପଞ୍ଚପାଣ୍ତବ ମଧ୍ୟରେ ଶ୍ରୀଲୋକନାଥ ଦେବ ରୂପରେ କଳ୍ପିତ। ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ, ରାତି ୧୦ଟା ରୁ ୨ଟା ପର୍ଯ୍ୟନ୍ତ ବିଭିନ୍ନ ନୀତି, ରାତି ୩ଟା ରୁ ହରିହର ପୂଜା, ଭୋଗ ସମ୍ପନ୍ନ, ବଡ଼ସିଂହାର ବେଶ ସହ ମହାଦୀପ ଉଠିବାର କାର୍ଯ୍ୟକ୍ରମ ରହିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.