Categories: ରାଜ୍ୟ

କଟକ ମହାନଦୀରେ ପୋଲ ଉପରୁ କିଭଳି ଖସିଲା ବସ୍‌? ଏନେଇ କଟକ ଆରଟିଓଙ୍କ ପାଖରେ ରିପୋର୍ଟ ଦାଖଲ କଲା ୩ ଜଣିଆ ତଦନ୍ତକାରୀ ଟିମ୍‌

କଟକ(କେନ୍ୟୁଜ୍) : କଟକ ମହାନଦୀରେ ପୋଲ ଉପରୁ କିଭଳି ଖସିଲା ବସ୍‌ ? କିଏ ଦାୟୀ ? ଏ ନେଇ କଟକ ଆରଟିଓଙ୍କ ପାଖରେ ରିପୋର୍ଟ ଦାଖଲ କରିଛି ୩ ଜଣିଆ ତଦନ୍ତକାରୀ ଟିମ୍‌ । ଆଜି ଏହି ରିପୋର୍ଟ ଜଉମୁଦ ଲଫାଫାରେ ରାଜ୍ୟ ସରକାରଙ୍କ ପାଖକୁ ପଠାଯିବ । ଗତକାଲି ତଦନ୍ତକାରୀ ଟିମ୍‌ ଦୁର୍ଘଟଣାସ୍ଥଳରେ ପହଞ୍ଚି କାରଣ ଖୋଜିଥିଲା ।

ପୋଲ ଉପରୁ ମହାନଦୀକୁ କିଭଳି ଖସିଲା ବସ୍‌ ? ସେନେଇ ତଦନ୍ତ ନିର୍ଦ୍ଦେଶ ଦେଇଥିଲା ପରିବହନ ବିଭାଗ । ଗତ ମଙ୍ଗଳବାର ବସ୍‌ ଓଲଟି ୧୦ ଜଣଙ୍କ ମୃତ୍ୟୁ ହୋଇଥିଲା । ମର୍ମନ୍ତୁଦ ଦୁର୍ଘଟଣାରେ ଏବେ ଏସସିବି ରେ ୩୮ ଜଣ ଆହତ ଯାତ୍ରୀ ଚିକିତ୍ସିତ ହେଉଛନ୍ତି । ୬ ଜଣ ଗୁରୁତର ଯାତ୍ରୀ ଅଆଇସିୟୁ ରେ, ୩୨ ଆହତ ଯାତ୍ରୀ ସାଧାରଣ ଓ୍ଵାର୍ଡରେ ଚିକିତ୍ସିତ ହେଉଛନ୍ତି ।

KNews Bureau

Recent Posts

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

2 mins ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

17 mins ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

23 mins ago

ବାଲେଶ୍ଵରରେ ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର

ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…

37 mins ago

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

1 hour ago

ଆଜି ଲୋକସଭା ବାଚସ୍ପତି ନିର୍ବାଚନ, ଦିନ ୧୧ଟାରେ ଭୋଟିଂ

ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…

1 hour ago