ସୁବର୍ଣ୍ଣପୁର (କେନ୍ୟୁଜ୍) : ମହାନଦୀ ପାଣିରେ ବୁଡ଼ିଛି ସୁବର୍ଣ୍ଣପୁର ଜିଲ୍ଲାର ବହୁ ଅଞ୍ଚଳ । ପିତାମହୁଲ ସ୍ଥିତ ବାଉରୀ ଜୋର ଉପରେ ୧୦ ଫୁଟର ପାଣି ପ୍ରବାହିତ ହେଉଥିବାରୁ ସୋନପୁର-ରେଢ଼ାଖୋଲ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି । ସୋନପୁର-ବୀରମହାରାଜପୁର ହିକୁଡ଼ି ଜୋର ଉପରେ ୪ ଫୁଟ୍ ଉଚ୍ଚର ପାଣି ବହୁଛି । ଫଳରେ ସୋନପୁର-ବୀରମହାରାଜପୁର ମଧ୍ୟରେ ବିଚ୍ଛିନ୍ନ ହୋଇଛି ଯୋଗାଯୋଗ । ସମ୍ବଲପୁର-ସୋନପୁର ରାସ୍ତାର ଗୁଣ୍ଡେରପୁର ବ୍ରିଜ୍ ଉପରେ ୩ ଫୁଟର ପାଣି ଚାଲୁଛି। ଫଳରେ ସମ୍ବଲପୁର-ସୋନପୁର ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି। ପୋଲର ଉଭୟ ପାର୍ଶ୍ୱରେ ଶହ ଶହ ଗାଡିମୋଟର ଅଟକି ରହିଛି।
ଚୌଦ୍ୱାର : ଶାଶୁ କହୁ କହୁ କାନ୍ଦି ପକାଉଛନ୍ତି । ନିଜର ନାତି ନାତୁଣୀଙ୍କୁ ଧରି ଶାଶୁ ପହଁଚିଛନ୍ତି ଥାନାରେ…
ଭୁବନେଶ୍ୱର: ରାଜ୍ଯରେ ସକ୍ରିୟ ରହିଛି ମୌସୁମୀ ବାୟୁ । ପ୍ରଭାବରେ ରାଜ୍ୟବ୍ୟାପୀ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି ।…
ଭୁବନେଶ୍ୱର(କେନ୍ୟୁଜ୍): ରଥଯାତ୍ରା ପାଇଁ ଓଏସଆରଟିସି ପକ୍ଷରୁ ହେବ ଏହି ସ୍ୱତନ୍ତ୍ର ବ୍ୟବସ୍ଥା । ପ୍ରତି ବ୍ଲକ ହେଡକ୍ୱାର୍ଟରରୁ ପୁରୀକୁ ଗଡିବ…
ଫ୍ୟାନ୍ସ ଉତ୍ସାହର ସହିତ ପ୍ରଭାସଙ୍କ ଫିଲ୍ମ ‘କଲ୍କୀ 2898 AD’କୁ ଅପେକ୍ଷା କରିଛନ୍ତି । ଏହି ଫିଲ୍ମଟି ଜୁନ୍ ୨୭ରେ…
ପୋଲିସ ବାବୁଙ୍କୁ ମହଙ୍ଗା ପଡ଼ିଲା ପରକୀୟା ପ୍ରେମ । ପ୍ରେମ କରି ଫସିଲେ ପୋଲିସ ବାବୁ। ହୋଟେଲ ରୁମ୍ରୁ ପ୍ରେମିକା…
କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଦଳ ବଡ଼ ଦାୟିତ୍ୱ ହସ୍ତାନ୍ତର କରିଛି । ତାଙ୍କୁ…