ମାହାଙ୍ଗା: ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗରେ ଜଣେ ଗିରଫ, ଅନ୍ୟ ଜଣେ ଫେରାର

ମାହାଙ୍ଗା (କେନ୍ୟୁଜ): ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗରେ ଜଣେ ଗିରଫ । କଟକ ଜିଲ୍ଲା ମାହାଙ୍ଗା ଥାନା ଅଞ୍ଚଳରେ ଅଭାବନୀୟ ଘଟଣା । ସ୍ଥାନୀୟ ଅଞ୍ଚଳର ଜଣେ ନାବାଳିକାଙ୍କ ସହ ଅସଦାରଚରଣ ବେଳର ଭିଡିଓ ଭାଇରାଲ ହୋଇଥିଲା । ଏନେଇ ଜିଲା ଶିଶୁ ସୁରକ୍ଷା ଅଧିକାରୀଙ୍କ ନିକଟରେ ଅଭିଯୋଗ କରିଥିଲେ ପୀଡିତାଙ୍କ ପରିବାର ଲୋକେ ।

ଅଭଯୋଗ ପରେ ମାହାଙ୍ଗା ପୋଲିସର ସହାୟତାରେ ଚାଇଲ୍ଡ ଲାଇନ୍‌ ଅଧିକାରୀ ନାବାଳିକାଙ୍କୁ ଉଦ୍ଧାର କରିବା ସହ ଜଣେ ଅଭିଯୁକ୍ତକୁ ଗିରଫ କରିଛି । ଅନ୍ୟଜଣେ ଏବେବି ଫେରାର ଥିବା ପୋଲିସ ସୂଚନା ଦେଇଛି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.