କିସ୍‌ ପରିସରରେ ପାଳିତ ହେଲା ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ତିରୋଧାନ ଦିବସ, କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତ ଦେଲେ ଯୋଗ

କିସ୍‌ ପରିସରରେ ପାଳିତ ହୋଇଛି ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ତିରୋଧାନ ଦିବସ। କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ । ପରେ କିଟ୍‌ ଓ କିସ୍‌ର ବହୁ କର୍ମକର୍ତ୍ତା ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ । ଏହି ଅବସରରେ କିସ୍‌ ଛାତ୍ରଛାତ୍ରୀଙ୍କ ସହ ଡ. ସାମନ୍ତ ଗାନ୍ଧୀ ଭଜନ ଗାନ କରିଥିଲେ ।

 

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.