Below header

କିସରେ ପାଳିତ ହେଲା ଜାତିର ପିତା ମହାତ୍ମା ଗାନ୍ଧିଙ୍କ ତିରୋଧାନ ଦିବସ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ଡକ୍ଟର ଅଚ୍ୟୁତ ସାମନ୍ତ

କେନ୍ୟୁଜ୍(ବ୍ୟୁରୋ):  କିସରେ ଜାତିର ପିତା ମହାତ୍ମା ଗାନ୍ଧିଙ୍କ ତିରୋଧାନ ଦିବସରେ ଶ୍ରଦ୍ଧାଞ୍ଜଳି । କିସ୍‌ ପରିସରରେ ଥିବା ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ଡକ୍ଟର ଅଚ୍ୟୁତ ସାମନ୍ତ । ଗାନ୍ଧିଜୀଙ୍କ ସ୍ମୃତିଚାରଣ କରିଛନ୍ତି । ଏହି ଅବସରରେ ଉପସ୍ଥିତ ଥିଲେ କିସର ଡେପୁଟୀ ସିଇଓ ପ୍ରମୋଦ ପାତ୍ର ଓ କିସ୍‌ର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ପି. କେ. ରାଉତରାୟ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.