ଭୁବନେଶ୍ବର : ଆଜି ଜାତିର ପିତା ମହାତ୍ମାଗାନ୍ଧିଙ୍କ ତିରୋଧାନ ଦିବସ । ସାରାଦେଶରେ ଏହି ଦିନକୁ ସହିଦ ଦିବସ ରୂପରେ ପାଳନ କରାଯାଉଛି । କିସ ବିଶ୍ୱବିଦ୍ୟାଳୟରେ ମହାତ୍ମାଗାନ୍ଧିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ କିଟ ଓ କିସର ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତ । ଏଥିରେ ମହାରାଷ୍ଟ୍ର ଓ୍ଵାର୍ଦ୍ଧା ଗାନ୍ଧି ୧୫୦ କମିଟି ସେବାଶ୍ରମର ସମ୍ପାଦକ ପ୍ରଦୀପ କେଲକର, ତାମିଲ ଲେଖକ ବିଜୟ ଏମ ତାମ୍ବେ, ସମାଜବାଦୀ ପାର୍ଟି ଓଡିଶା ମୁଖ୍ୟ ରବି ବେହେରା, କଂଗ୍ରେସର ନେତା ଚିନ୍ମୟ ଦାସ, କିସ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ହରେକୃଷ୍ଣ ଶତପଥୀ, ସମ୍ପାଦକ ଆର.ଏନ ଦାଶ, କିସ ବିଶ୍ୱବିଦ୍ୟାଳୟର ମୁଖ୍ୟ କାର୍ୟ୍ୟନିର୍ବାହୀ ଅଧିକାରୀ ଡ. ପି.କେ. ରାଉତରାୟ ପ୍ରମୁଖ ଉପସ୍ଥିତ ଥିଲେ ।
ଆମେରିକାର ଲାସ୍ ଭେଗାସ୍ ସହରରେ ଥିବା ଏକ ଆପାର୍ଟମେଣ୍ଟ ପରିସରରେ ଆଖିବୁଜା ଗୁଳିମାଡ କଲା ଦୁର୍ବୃତ୍ତ । ଗୁଳିକାଣ୍ଡରେ ୫…
ଭୁବନେଶ୍ୱର: ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ…
ପୁରୀ: ମହାପ୍ରଭୁଙ୍କ ଅନବସର ନୀତିର ଆଜି ପଞ୍ଚମ ଦିନ । ଚାଲିଛି ପ୍ରଭୁଙ୍କ ସେବା ପୂଜା । ଆଜି ମହାପ୍ରଭୁଙ୍କ…
ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା…
ସରକାରଙ୍କ ପ୍ରସ୍ତାବିତ ଟିକସ ବୃଦ୍ଧି ପ୍ରତିବାଦରେ କେନିଆରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ ହେଉଛି । ଏହି ହିଂସାରେ ନାଇରୋବିରେ ୫…
କଟକ: କଟକ ସହରରେ ଦୂର ହେବ ଟ୍ରାଫିକ ସମସ୍ୟା । ସହର ମଧ୍ୟରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ…