Categories: ରାଜ୍ୟ

ଶ୍ରୀମନ୍ଦିରରେ ଧାଡି ଦର୍ଶନ ଓ ୪ ଦ୍ୱାରରେ ପ୍ରବେଶ ବ୍ଯବସ୍ଥାକୁ ରାଜସ୍ୱ ମନ୍ତ୍ରୀ ମହେଶ୍ୱର ମହାନ୍ତିଙ୍କ ବିରୋଧ

ପୁରୀ(କେନ୍ଯୁଜ୍) : ଶ୍ରୀମନ୍ଦିରରେ ଧାଡି ଦର୍ଶନ ଓ ୪ ଦ୍ୱାରରେ ପ୍ରବେଶ କଟକଣାକୁ ବିରୋଧ କରିଛନ୍ତି ରାଜସ୍ୱ ମନ୍ତ୍ରୀ ମହେଶ୍ୱର ମହାନ୍ତି। ୪ ଦ୍ୱାରରେ ପ୍ରବେଶ ଉପରେ କଟକଣା କରାଗଲେ ସାଧାରଣ ଭକ୍ତ ଓ ସ୍ଥାନୀୟ ବାସିନ୍ଦା ଅସୁବିଧାର ସମୁଖୀନ ହେବେ। ତେଣୁ ଶ୍ରୀମନ୍ଦିର ପକ୍ଷରୁ କଟକଣାକୁ ପ୍ରତ୍ୟାହାର କରିବାକୁ ସେ ପରାମର୍ଶ ଦେଇଛନ୍ତି। ସେହିପରି ସ୍ଥାନୀୟ ଭକ୍ତମାନେ ପରିଚୟପତ୍ର ଦେଖାଇ ପ୍ରବେଶ ବ୍ୟବସ୍ଥାକୁ ମଧ୍ୟ ସେ ବିରୋଧ କରିଛନ୍ତି। କେବଳ ଧାଡିଦର୍ଶନ ବ୍ୟବସ୍ଥା ଶ୍ରୀମନ୍ଦିର ଭିତର ସାତପାହଚ ନିକଟରେ ଲାଗୁ କରିବାକୁ ସେ ପରାମର୍ଶ ଦେଇଛନ୍ତି।

KNews Bureau

Recent Posts

ଘାଇଲା କରୁଛି ପାଗଳ ବିଲୁଆ, ଘରୁ ବାହାରିବାକୁ ଡରୁଛନ୍ତି ଲୋକେ

କାକଟପୁର (କେନ୍ୟୁଜ): ପାଗଳ ବିଲୁଆ ଆତଙ୍କରେ ଥରହର ହେଉଛନ୍ତି ଗାଁ ଲୋକେ । ଅସ୍ତରଙ୍ଗ ନିକଟ ବେଗୁନିଆବସ୍ତ ଗାଁରେ ଏକ…

29 mins ago

ସର୍ବଭାରତୀୟ କବାଡି ପ୍ରତିଯୋଗୀତା ଉଦଯାପିତ, ମହିଳାରେ କିଟ ଏବଂ ପୁରୁଷରେ ସାଉଥ୍ ଇଷ୍ଟର୍ଣ୍ଣ ରେଲୱେ ଦଳ ଚାମ୍ପିଅନ୍

ଯାଜପୁର (କେନ୍ୟୁଜ) : ଚାଲିଛି ସଂଘର୍ଷପୂର୍ଣ୍ଣ ଲଢେଇ । କର ବା ମର ପରିସ୍ଥିତି । ଏପଟେ ଗ୍ୟାଲେରୀରେ ଦର୍ଶକଙ୍କ…

32 mins ago

ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ, ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର : ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ  । ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା  । ଅସହ୍ୟ…

35 mins ago

ଅମରନାଥ ଯାତ୍ରା ପାଇଁ ହେଲିକପ୍ଟର ସେବା ଲାଗି ବୁକିଂ ଆରମ୍ଭ

ବାବାଙ୍କ ଭକ୍ତିରେ ଲୀନ ଶ୍ରଦ୍ଧାଳୁ । ସମସ୍ତଙ୍କ ମୁହଁରେ ଗୋଟାଏ ଶଦ୍ଦ ବାବା.. ଭୋଲେନାଥ.. । ଦେବ ଦେବ ମହାଦେବଙ୍କୁ…

41 mins ago

ଇରାନ୍‌: ହସ୍ପିଟାଲରେ ଲାଗିଲା ଭୟଙ୍କର ନିଆଁ, ଦେଖୁ ଦେଖୁ ଜଳିଗଲେ ୯ ଜଣ ରୋଗୀ; ତଦନ୍ତ ପାଇଁ ନିର୍ଦ୍ଦେଶ

ଇରାନ୍‌ର ଉତ୍ତର ଭାଗରେ ଥିବା ଏକ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏଥିରେ ୯ ଜଣ ରୋଗୀଙ୍କର ମୃତ୍ୟୁ…

56 mins ago

କେତେ ବର୍ଷ ପର୍ଯ୍ୟନ୍ତ ବ୍ୟବହାର କରିବା ଉଚିତ Windows ଏବଂ Split AC ? ଜାଣନ୍ତୁ ଏହାର ୱାରେଣ୍ଟି ଡେଟ୍‌

Windows ଏବଂ Split ACରେ ଅଗ୍ନିକାଣ୍ଡ ଏବଂ ବିସ୍ଫୋରଣର ଅନେକ ଘଟଣା ଗତ କିଛି ଦିନ ମଧ୍ୟରେ ସାମ୍ନାକୁ ଆସିଛି…

2 hours ago