ରାଜ୍ୟ

ଭୁବନେଶ୍ୱର ଶୈଳଶ୍ରୀବିହାରରେ ମାଆ ଓ ଝିଅଙ୍କୁ ଛୁରାମାଡ ଘଟଣା: ଅଭିଯୁକ୍ତ ରୂପେଶ ପଣ୍ଡା ଗିରଫ

ଭୁବନେଶ୍ବର(କେନ୍ୟୁଜ୍): ଭୁବନେଶ୍ୱର ଶୈଳଶ୍ରୀବିହାର ଅଞ୍ଚଳରେ ମାଆ ଓ ଝିଅଙ୍କୁ ଛୁରାମାଡ ଘଟଣାରେ ଅଭିଯୁକ୍ତ ରୂପେଶ ପଣ୍ଡା ସମେତ ସହଯୋଗୀ ଗିରଫ। ହତ୍ୟା ଉଦ୍ୟମ ଓ ଲୁଟ୍‌ ଉଦ୍ଦେଶ୍ୟ ଅଭିଯୋଗରେ ରୂପେଶକୁ ଗିରଫ କରିଛି କମିଶନରେଟ୍‌ ପୋଲିସ।  ଆଜି ରୂପେଶ ଓ ସହଯୋଗୀକୁ କୋର୍ଟ ଚାଲାଣ କରାଯିବ। ହସ୍‌ପିଟାଲରୁ ଡିସଚାର୍ଜ ପରେ ରୂପେଶଙ୍କୁ ଅଟକ ରଖାଯାଇ ପଚରାଉଚରା କରିବା ପରେ ଗିରଫ କରାଯାଇଛି।

ପୂର୍ବରୁ ଦୁଇ ପରିବାର ସଦସ୍ୟଙ୍କ ବୟାନ୍‌ ରେକର୍ଡ କରାଯାଇଥିଲା। ଗତ ୧ ତାରିଖରେ ଅଭିଯୁକ୍ତ ଜଣକ ଲେଡିଜ୍‌ ଡ୍ରେସ୍‌ ଓ ହେଲମେଟ ପିନ୍ଧି ଘର ଭିତରେ ପଶି ମାଆ ଓ ଝିଅଙ୍କୁ ଛୁରାରେ ଆକ୍ରମଣ କରିଥିଲା।

 

KNews Bureau

Recent Posts

ଆଜି ଶ୍ରୀମୁଖ ଫିଟା ନୀତି, ଆସନ୍ତାକାଲିଠୁ ଫୁଲୁରି ତେଲ ଲାଗି ହୋଇ ସୁସ୍ଥ ଅନୁଭବ କରିବେ ମହାପ୍ରଭୁ

ପୁରୀ: ମହାପ୍ରଭୁଙ୍କ ଅନବସର ନୀତିର ଆଜି ପଞ୍ଚମ ଦିନ । ଚାଲିଛି ପ୍ରଭୁଙ୍କ ସେବା ପୂଜା । ଆଜି ମହାପ୍ରଭୁଙ୍କ…

5 mins ago

ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା, ୩ ଅଭିଯୁକ୍ତ ଗିରଫ

ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା…

14 mins ago

ହଜାର ହଜାର ପ୍ରଦର୍ଶନକାରୀ କେନିଆ ସଂସଦରେ ଲଗାଇଦେଲେ ନିଆଁ, ଭାରତ ନିଜ ନାଗରିକଙ୍କ ପାଇଁ ଜାରି କଲା ଆଡ୍‌ଭାଇଜରୀ

ସରକାରଙ୍କ ପ୍ରସ୍ତାବିତ ଟିକସ ବୃଦ୍ଧି ପ୍ରତିବାଦରେ କେନିଆରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ ହେଉଛି । ଏହି ହିଂସାରେ ନାଇରୋବିରେ ୫…

16 mins ago

କଟକରେ ଯାନବାହନ ସୁରକ୍ଷିତ ଚଳାଚଳ ଓ ପାର୍କିଂ ପାଇଁ କିଛି ରାସ୍ତାକୁ NO PARKING ZONE ଘୋଷଣା

କଟକ: କଟକ ସହରରେ ଦୂର ହେବ ଟ୍ରାଫିକ ସମସ୍ୟା । ସହର ମଧ୍ୟରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ…

23 mins ago

ଚାନ୍ଦବାଲି ପୋଲିସର ବର୍ବରତା: ଥାନା ଆଗରେ ମହିଳାଙ୍କୁ ନିର୍ଧୁମ ମାଡ଼

ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…

49 mins ago

ଜାଣନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

58 mins ago