ରାଜ୍ୟ

ଗଞ୍ଜେଇ ଚାଲାଣ ମାମଲାରେ ମୁଖ୍ୟ ଅଭିଯୁକ୍ତ ଫେରାର୍‌, ସମ୍ପତ୍ତି ବାଜ୍ୟାପ୍ତି ପାଇଁ ପୋଲିସର ନୋଟିସ୍‌

ବୌଦ୍ଧ(କେନ୍ୟୁଜ୍‌) : ଫେରାର ଅଭିଯୁକ୍ତର ସମ୍ପତ୍ତି ବାଜ୍ୟାପ୍ତି ପାଇଁ ପୋଲିସ ନୋଟିସ୍‌ । ଗଞ୍ଜେଇ ଚାଲାଣ ମାମଲାରେ ମୁଖ୍ୟ ଅଭିଯୁକ୍ତ ଥାଇ ତାଲଗରି ଗ୍ରାମର ସୁଶାନ୍ତ ମଲ୍ଲିକ ଫେରାର ଅଛନ୍ତି । ଜିଲ୍ଲା ଦୌରାଜଜଙ୍କ ଅଦାଲତଙ୍କ ନିର୍ଦ୍ଦେଶ କ୍ରମେ ବୌଦ୍ଧ ଜିଲ୍ଲା ବାଉଁଶୁଣି ପୋଲିସ ତାଲଗରି ଗାଁରେ ପହଞ୍ଚଥିଲା । ଆସନ୍ତା ୩୦ ଦିନ ମଧ୍ୟରେ ଅଭିଯୁକ୍ତ କୋର୍ଟରେ ହାଜର ନହେଲେ ତାଙ୍କର ସମସ୍ତ ସ୍ଥାବର ଓ ଅସ୍ଥାବର ସଂପତ୍ତି ବାଜ୍ୟାପ୍ତି କରାଯିବ ବୋଲି ଗ୍ରାମରେ ନୋଟିସ ମାରିବା ସହ ଡେଙ୍ଗୁରା ବଜାଇ ଓ ଡାକବାଜି ଯନ୍ତ୍ର ଯୋଗେ ଘୋଷଣା କରିଛି ପୋଲିସ ।

Sasmita

Recent Posts

ଦୀର୍ଘ ସମୟ ହେଲା ନାଳରେ ଫସି ରହିଛନ୍ତି ୩ ହାତୀ, ଜାରି ରହିଛି ଉଦ୍ଧାର କାର୍ଯ୍ୟ

ନରସିଂହପୁର: ବିପଦରେ ଗଜରାଜ । ତାଙ୍କୁ ଦେଖିବା ପାଇଁ ଲୋକଙ୍କର ନାହିଁ ନଥିବା ଭିଡ଼ । କିଏ ହୋ ହୋ…

6 mins ago

ଜମି ଜମା ବିବାଦକୁ ନେଇ ଖଣ୍ଡାରେ ହାଣିଲା ବଡ଼ ଭାଇ, ଘଟଣାସ୍ଥଳରେ ସାନ ଭାଇର ମୃତ୍ୟୁ

ମୟୁରଭଞ୍ଜ : ଜମି ଜମା ବିବାଦକୁ ନେଇ କରୁଣ ପରିଣିତି । ସାନ ଭାଇକୁ ଖଣ୍ଡାରେ ହାଣିଲା ବଡ଼ ଭାଇ…

26 mins ago

ପାଟନା: ୧୭ ଯାତ୍ରୀଙ୍କୁ ନେଇ ଯାଉଥିବା ଡଙ୍ଗା ଗଙ୍ଗା ନଦୀରେ ଓଲଟିଲା, ୬ ନିଖୋଜ; ଚାଲିଛି ରେସ୍‌କ୍ୟୁ ଅପରେସନ

ବିହାରରେ ବଡ଼ ଧରଣର ନୌକା ଦୁର୍ଘଟଣା । ପାଟନାର ବାଢ଼ରେ ଉମାନାଥ ଘାଟରେ ଏକ ଯାତ୍ରୀବାହୀ ଡଙ୍ଗା ଗଙ୍ଗା ନଦୀରେ…

29 mins ago

ହାତୀ ଆକ୍ରମଣରେ ମହିଳା ଗୁରୁତର, ମେଡିକାଲରେ ଭର୍ତ୍ତି

କାମାକ୍ଷାନଗର : ହାତୀ ଆକ୍ରମଣରେ ମହିଳା ଗୁରୁତର । ଗୁରୁତର ମହିଳା ହେଲେ କାମାକ୍ଷାନଗର ପଶ୍ଚିମାଞ୍ଚଳ ରେଞ୍ଜ ମୁକ୍ତାପଶି ଗ୍ରାମର…

41 mins ago

୩୦ କେଜି ଗଞ୍ଜେଇ ଜବତ, ଦୁଇ ଗିରଫ

ବୌଦ୍ଧ ହରଭଙ୍ଗା : ବୌଦ୍ଧ ଅବକାରୀ ବିଭାଗର ଜିଲ୍ଲା ମୋବାଇଲ୍ ୟୁନିଟ୍ ପକ୍ଷରୁ ମହାନଦୀ ୫୭ ନମ୍ବର ଜାତୀୟ ରାଜପଥର…

52 mins ago

ମଥୁରା ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ , ବୃଦ୍ଧା ପୋଡ଼ି ଗୁରୁତର

ବୌଦ୍ଧ/ହରଭଂଗା : ବିଳମ୍ବିତ ରାତ୍ରରେ ବୌଦ୍ଧ ଥାନା ଅନ୍ତର୍ଗତ ମଥୁରା ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ନିଆଁରେ ଗୋଟିଏ…

1 hour ago