ରାଜ୍ୟ

ଢେଙ୍କାନାଳ ଜିଲ୍ଲାରେ ୪ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ପରେ ହତ୍ୟା ଘଟଣା, ମୁଖ୍ୟ ଅଭିଯୁକ୍ତ ଧରମ ମାମୁଁ ଗିରଫ

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲାରେ ୪ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଗିରଫ। ଗିରଫ ଅଭିଯୁକ୍ତ ଶିଶୁକନ୍ୟାର ଧରମ ମାମୁଁ ଶଙ୍କର ଦେହୁରୀ। ତା ଘର ଯାଜପୁର ଜିଲ୍ଲା କାଳିଆପଣିରେ। ଆଜି ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯିବ। ଏନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି କାମାକ୍ଷାନଗର SDPO।

ଗତ ୧୨ତାରିଖରେ କଙ୍କଡ଼ାହାଡ଼ ଥାନା ଖରଖରି ଗାଁ ହାଟ ପାଖ ମାରାମ୍ବୁରୁ ନାଳରେ କେହି ଦୁର୍ବୃତ୍ତ ୪ ବର୍ଷର ଝିଅକୁ ଦୁଷ୍କର୍ମ ପରେ ନିର୍ମମ ଭାବରେ ହତ୍ୟା କରି ଫୋପାଡ଼ି ଦେଇଥିବା ଅଭିଯୋଗ ହୋଇଥିଲା। ଏହି ଘଟଣାରେ ୫ଜଣଙ୍କୁ ଅଟକ ରଖି ପଚରାଉଚୁରା ଚଳାଇଥିଲା ପୋଲିସ। ଚାଲିଥିବା ଏସପି କହିଛନ୍ତି। ଗତ ଗୁରୁବାର ସଂଧ୍ୟାରେ ଝିଅଟି ଖେଳିବାକୁ ଯାଇ ଆଉ ଘରକୁ ଫେରି ନଥିଲା । ପରିବାର ଲୋକେ ବହୁ ଖୋଜାଖୋଜି କରିଥିଲେ। ଶୁକ୍ରବାର ସକାଳେ ସ୍ଥାନୀୟ ଲୋକେ ତାଙ୍କୁ ମାରାମ୍ବୁରୁ ନାଳରୁ ଉଦ୍ଧାର କରାଯାଇଥିଲା ମୃତଦେହ।

Sonalisa

Recent Posts

ପଶ୍ଚିମବଙ୍ଗ ଦାର୍ଜିଲିଂ ଟ୍ରେନ ଦୁର୍ଘଟଣା: ହେଲ୍ପଲାଇନ ନମ୍ବର ଜାରି, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି ଉଦ୍ଧାର କାର୍ଯ୍ୟ

ପଶ୍ଚିମବଙ୍ଗ ଦାର୍ଜିଲିଂରେ କାଞ୍ଚନଜଙ୍ଗା ଏକ୍ସପ୍ରେସ ମାଲବାହୀ ଟ୍ରେନ ଦୁର୍ଘଟଣା ପରେ ହେଲ୍ପଲାଇନ ନମ୍ବର ଜାରି କରାଯାଇଛି । ନିଖୋଜ ବା…

6 mins ago

ୟୁପିର ସିନେମା ହଲ୍‌ରେ ଭୟାବହ ଅଗ୍ନିକାଣ୍ଡ, କିଛି ମିନିଟ୍‌ ଭିତରେ ସବୁ ଜଳି ଛାରଖାର

ଉତ୍ତର ପ୍ରଦେଶର ଶାହାଜହାଁପୁରରେ ଏକ ସିନେମା ହଲ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ହଲ୍‌ ଭିତରେ ନିଆଁ ଦେଖି ଲୋକମାନେ…

6 mins ago

ୟୁଟ୍ୟୁବରେ ଆସିବ ଗୁଗଲ ଲେନ୍ସ ବଟନ୍‌, ଭିଡିଓ ସର୍ଚ୍ଚ କରିବା ହେବ ଆହୁରି ସହଜ

ଗୁଗଲର ସବୁଠାରୁ ବଡ ଭିଡିଓ ଷ୍ଟ୍ରିମିଂ ପ୍ଲାଟଫର୍ମ ହେଉଛି ୟୁଟ୍ୟୁବ୍ । ପ୍ରତ୍ୟେକ ଦିନ ବିଶ୍ୱର କୋଟି କୋଟି ଲୋକ…

16 mins ago

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିପଡିଲେ ୪ ମାଓବାଦୀ, ସର୍ଚ୍ଚ ଅପରେସନ ଜାରି

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିପଡିଲେ ୪ ମାଓବାଦୀ । ଝାଡ଼ଖଣ୍ଡ ଚାଇବାସାରେ ସୁରକ୍ଷାକର୍ମୀଙ୍କ ଏନ୍ କାଉଣ୍ଟରରେ ୪ ମାଓବାଦୀ ନିହତ। ଜଣେ…

45 mins ago

ବଜାଜ ଲଞ୍ଚ କଲା Pulsarର ନୂଆ ଭାରିଆଣ୍ଟ, ଅନ୍ୟ ବାଇକରେ ରହିଛି ଅପଡେଟ୍‌

ବଜାଜ ନିଜର Pulsar N160ର ଏକ ନୂଆ ଭାରିଆଣ୍ଟ ଲଞ୍ଚ କରିଛି । ଏହା ହେଉଛି ବଜାଜ Pulsar N160…

49 mins ago

ଦାର୍ଜିଲିଂ: କାଞ୍ଚନଜଙ୍ଗା ଏକ୍ସପ୍ରେସକୁ ଧକ୍କା ଦେଲା ମାଲବାହୀ ଟ୍ରେନ, ୫ ମୃତ, ୨୫ ଆହତ; ବଢିପାରେ ମୃତକଙ୍କ ସଂଖ୍ୟା

ପଶ୍ଚିମବଙ୍ଗ ଦାର୍ଜିଲିଂରେ ବଡ଼ ରେଳ ଦୁର୍ଘଟଣା । କାଞ୍ଚନଜଙ୍ଗା ଏକ୍ସପ୍ରେସକୁ ଧକ୍କା ଦେଲା ମାଲବାହୀ ଟ୍ରେନ । ଦୁର୍ଘଟଣାରେ ୫…

51 mins ago