ରାଜ୍ୟ

ଏ ବର୍ଷ ଗଣତନ୍ତ୍ର ଦିବସର ମୁଖ୍ୟ ଆକର୍ଷଣ: CRPF ପ୍ରଜ୍ଞାପନ ମେଢ଼ରେ ଢେଙ୍କାନାଳ ଝିଅ ପ୍ରିୟଦର୍ଶିନୀ ଦାସ

ନୂଆଦିଲ୍ଲୀ: CRPF ପ୍ରଜ୍ଞାପନ ମେଢ଼ରେ ଢେଙ୍କାନାଳ ଝିଅ ପ୍ରିୟଦର୍ଶିନୀ ଦାସ । ଏ ବର୍ଷ ଗଣତନ୍ତ୍ର ଦିବସର ମୁଖ୍ୟ ଆକର୍ଷଣ ପାଲଟିବେ ସିନିୟର ଅଣ୍ଡର ଅଫିସର ପ୍ରିୟଦର୍ଶିନୀ। ଲାଗାତର ତୃତୀୟ ଥର ପାଇଁ ଗଣତନ୍ତ୍ର ଦିବସ ପରେଡରେ ଅଂଶଗ୍ରହଣ କରି ଓଡ଼ିଶା ପାଇଁ ଗୌରବ ଆଣିଛନ୍ତି।

ଏହା ପୂର୍ବରୁ CRPF ଡେୟାର୍‌ ଡେଭିଲ୍‌ସ ଟିମ୍‌ରେ ସାମିଲ ହୋଇ ଦିଲ୍ଲୀ ରାଜପଥରେ ମୋଟର ସାଇକେଲରେ ଷ୍ଟଣ୍ଟ କରିଥିଲେ। ପ୍ରିୟଦର୍ଶିନୀ ଦାସ ଏବେ ଦିଲ୍ଲୀ ବିଜୟ ଚୌକରେ କାର୍ଯ୍ୟରତ ଅଛନ୍ତି।

Sonalisa

Recent Posts

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

22 mins ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

23 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

1 hour ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

1 hour ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

2 hours ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

2 hours ago