ରାଜ୍ୟ

୪ ମାସ ପରେ ଖୋଲିଲା ମା ମଝିଘରିଆଣୀ ମନ୍ଦିରର ଦାନ ହୁଣ୍ଡି, ଚାଲିଛି ଗଣତି

ରାୟଗଡ଼ା(କେନ୍ୟୁଜ୍):ରାୟଗଡ଼ା ଅଧିଷ୍ଠାତ୍ରୀ ଠାକୁରାଣୀ ମା ମଝିଘରିଆଣୀ ମନ୍ଦିର ଦାନ ହୁଣ୍ଡି ୪ ମାସ ପରେ ଆଜି ଖୋଲିଛି। ସ୍ଥାନୀୟ ତହସିଲଦାରଙ୍କ ତତ୍ତ୍ବବଧାନରେ ପୋଲିସର କଡା ସୁରକ୍ଷା ବଳୟ ମଧ୍ୟରେ ମନ୍ଦିର ପରିଚାଳନା କମିଟିର କର୍ମକର୍ତ୍ତାଙ୍କ ଉପସ୍ଥିତିରେ ଦାନ ହୁଣ୍ଡି ଖୋଲିଛି। ହୁଣ୍ଡିରୁ ଦାନ ଅର୍ଥ ଗଣତି କର୍ଯ୍ଯରେ ମହିଳା ସେଚ୍ଛାସେବୀ ସଙ୍ଗଠନ ସଦସ୍ଯ ଓ କିଛି ଛାତ୍ରଛାତ୍ରୀଙ୍କୁ ନୀୟଜିତ କରାଯାଇଛି।  ଏଥିରେ ପ୍ରାୟ ୧୫୦ ଜଣ କର୍ମକର୍ତ୍ତା ଗଣତି ପକ୍ରିୟାରେ ନିୟଜିତ ହୋଇଛନ୍ତି।

ଗଣତି କାର୍ଯ୍ଯରେ ନିୟୋଜିତ ହୋଇ ନିଜକୁ ଭାଗ୍ଯବାନ ମନେ କରିଛନ୍ତି ଗଣତିରେ ନିୟୋଜିତ ଏସ.ଏଚ୍.ଜି ମହିଳା ସଦସ୍ଯମାନେ। ଗତ ୨୧.୧୨.୨୦୨୨ ତାରିଖରେ ଦାନ ହୁଣ୍ଡିରୁ ୬୨ ଲକ୍ଷ ୨୨ ହଜାର ୦୫୯ ଟଙ୍କା, ସୁନା ୪୬ ଗ୍ରାମ ଓ ରୁପା ଏକ କେଜି ୭୭୫ ଗ୍ରାମ ସଂଗ୍ରହ ହୋଇଥିବା ବେଳେ କିଛି ବିଦେଶ ନୋଟ୍‌ ମଧ୍ୟ ସଂଗ୍ରହ ହୋଇଥିଲା।

KNews Bureau

Recent Posts

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

28 mins ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

29 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

1 hour ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

1 hour ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

2 hours ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

2 hours ago