ରାଜ୍ୟ

ରାଉରକେଲାରେ ବଡ଼ ଧରଣର ଜିଏସଟି ଠକେଇ: ପର୍ଦ୍ଦାଫାସ୍ ପରେ ଅଭିଯୁକ୍ତଙ୍କୁ ପାନପୋଷ ଏସଡିଜେଏମ୍‌ କୋର୍ଟରେ ହାଜର କଲା ଏନଫୋର୍ସମେଣ୍ଟ ସ୍କ୍ଵାର୍ଡ

ରାଉରକେଲା: ରାଉରକେଲାରେ ବଡ଼ ଧରଣର ଜିଏସଟି ଠକେଇ । ମଧୁମିତା ଷ୍ଟିଲ ଇଣ୍ଡଷ୍ଟ୍ରିଜ୍‌ ଆଣ୍ଡ ପ୍ରାଭେଟ୍‌ ଲିମିଟେଡ୍‌ର ନିର୍ଦ୍ଦେଶକ କାଶ୍ମୀରା କୁମାର ଅଗ୍ରଓ୍ଵାଲ ରାଜ୍ୟ ଜିଏସ୍‌ଟି ଏନଫୋର୍ସମେଣ୍ଟ ସ୍କ୍ଵାର୍ଡ ଦ୍ୱାରା ଗିରଫ । ୭୧୨ କୋଟି ଟଙ୍କାର ଜାଲ୍‌ ବିଲ୍‌ ମାଧ୍ୟମରେ ପ୍ରାୟ ୧୨୯ କୋଟି ଟଙ୍କା ଜିଏସ୍‌ଟି ଠକେଇ ଅଭିଯୋଗର ପର୍ଦ୍ଦାଫାସ ହୋଇଛି। ଅଭିଯୁକ୍ତଙ୍କୁ ପାନପୋଷ ଏସଡିଜେଏମ୍‌ କୋର୍ଟରେ ହାଜର କରାଯାଇଛି ।

Sonalisa

Recent Posts

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

6 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

15 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

15 mins ago

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

32 mins ago

ଲୋକସଭାରେ ରାହୁଲ ଗାନ୍ଧି ହେବେ ବିରୋଧୀ ନେତା, INDIA ବ୍ଲକ ବୈଠକରେ ନିଷ୍ପତ୍ତି

ଲୋକସଭାରେ ବିରୋଧୀ ନେତା ହେବେ ରାହୁଲ ଗାନ୍ଧି । ଇଣ୍ଡିଆ ବ୍ଲକ୍‌ ଏହା ଉପରେ ମୋହର ମାରିଛି । କଂଗ୍ରେସର…

33 mins ago

ପୁଣି ଲୋକସଭା ବାଚସ୍ପତି ହେଲେ ଓମ୍‌ ବିର୍ଲା, ବାଚ୍‌ନିକ ଭୋଟରେ ହେଲେ ବିଜୟୀ

ପୁଣି ଲୋକସଭାର ବାଚସ୍ପତି ଭାବେ ନିର୍ବାଚିତ ହେଲେ ଓମ୍‌ ବିର୍ଲା । ବାଚ୍‌ନିକ ଭୋଟରେ ନିର୍ବାଚିତ ହେଲେ ଓମ୍‌ ବିର୍ଲା…

37 mins ago