Categories: Makara Sankranti

ମକର ସଂକ୍ରାନ୍ତିରେ ମଜା କରିବେ ସ୍କୁଲ କଲେଜ ଛାତ୍ରଛାତ୍ରୀ ଓ ସରକାରୀ କର୍ମଚାରୀ, ଛୁଟି ଘୋଷଣା କଲେ ରାଜ୍ୟ ସରକାର

କେନ୍ୟୁଜୁ(ବ୍ୟୁରୋ):   ମକର ସଂକ୍ରାନ୍ତି ଅର୍ଥାତ ଜାନୁଆରୀ ୧୫କୁ ସରକାରୀ ଛୁଟି ଘୋଷଣା କେଲେ ରାଜ୍ୟ ସରକାର। ଏହି ଦିନ ସ୍କୁଲ କଲେଜ ଓ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ ବୋଲି ନୋଟିସ କରାଯାଇଛି।  ରାଜ୍ୟରେ ମକର  ସଂକ୍ରାନ୍ତି ଏକ ପ୍ରମୁଖ ଗଣପର୍ବ  ହୋଇଥିବାରୁ ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଥିବା ଜଣାପଡିଛି।

 

 

Sasmita

Share
Published by
Sasmita

Recent Posts

ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି : ସକାଳ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ କର୍ଫ୍ୟୁ କୋହଳ

ବାଲେଶ୍ବର (କେନ୍ୟୁଜ): ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି । ପୌରପାଳିକାର ବିଭିନ୍ନ ଅଞ୍ଚଳରେ କୋହଳ ହେଉଛି କର୍ଫ୍ୟୁ । ଆଜି…

44 seconds ago

ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ସମେତ ୪ ଗୁରୁତର

ଜଳେଶ୍ବର (କେନ୍ୟୁଜ): ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ । ରୋଗୀ ସମେତ ୪ ଜଣ ଆମ୍ବୁଲାନ୍ସ କର୍ମଚାରୀ ଗୁରୁତର…

17 mins ago

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…

32 mins ago

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

45 mins ago

ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ ବଡ଼ ଘୋଷଣା, CBIକୁ ତଦନ୍ତ ଭାର ହସ୍ତାନ୍ତର

ନୂଆଦିଲ୍ଲୀ : ଥମୁନି ନିଟ୍ ବିବାଦ । ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା…

45 mins ago

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କୁ କିଛି ନୂଆ କାର୍ଯ୍ୟ କରିବାକୁ ମିଳିବ, ବନ୍ଧୁଙ୍କ ସହ ଖୁସିର ସମୟ କାଟିବେ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…

8 hours ago