ମକର ସଂକ୍ରାନ୍ତି ପାଇଁ ଚଳଚଞ୍ଚଳ ଧବଳେଶ୍ବର ପୀଠ, ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା

ଆଜି ପବିତ୍ର ମକର ସଂକ୍ରାନ୍ତି । ମକର ସଂକ୍ରାନ୍ତି ପାଇଁ ଚଳଚଞ୍ଚଳ ଧବଳେଶ୍ବର ପୀଠ । ଆଠଗଡରେ ବାବା ଧବଳେଶ୍ଵରଙ୍କ ପୀଠରେ ହଜାର ହଜାର ଭକ୍ତଙ୍କ ସମାଗମ ହୋଇଛି । ଭୋର ୪ଟାରୁ ମନ୍ଦିର ଦ୍ଵାର ଫିଟାଯାଇ ବାବାଙ୍କ ନୀତିକାନ୍ତି କରାଯାଇଥିଲା ।

ଆଠଗଡ (କେନ୍ୟୁଜ): ଆଜି ପବିତ୍ର ମକର ସଂକ୍ରାନ୍ତି । ମକର ସଂକ୍ରାନ୍ତି ପାଇଁ ଚଳଚଞ୍ଚଳ ଧବଳେଶ୍ବର ପୀଠ । ଆଠଗଡରେ ବାବା ଧବଳେଶ୍ଵରଙ୍କ ପୀଠରେ ହଜାର ହଜାର ଭକ୍ତଙ୍କ ସମାଗମ ହୋଇଛି । ଭୋର ୪ଟାରୁ ମନ୍ଦିର ଦ୍ଵାର ଫିଟାଯାଇ ବାବାଙ୍କ ନୀତିକାନ୍ତି କରାଯାଇଥିଲା । ପରେ ସାଧାରଣ ଦର୍ଶନ ପାଇଁ ଦ୍ଵାର ଫିଟା ଯାଇଥିଲା । ଆଜିର ଦିନରେ ବାବା ଧବଳେଶ୍ଵରଙ୍କୁ ମକରଚାଉଳ ଲାଗି କଲେ କୋଟି ଜନ୍ମର ପୂଣ୍ୟ ମିଳିବା ବିଶ୍ବାସ ରହିଛି । ପୀଠରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ସମାଗମକୁ ଦୃଷ୍ଟିରେ ରଖି ସ୍ଥାନୀୟ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.