ଜାପାନରେ ହେଲା ମେକ୍ ଇନ୍ ଓଡ଼ିଶା ରୋଡ଼ ସୋ

ଭୁବନେଶ୍ବର(କେନ୍ଯୁଜ୍) : ଜାପାନରେ ମେକ୍ ଇନ୍ ଓଡ଼ିଶା ରୋଡ୍ ସୋ । ଫିକି ପକ୍ଷରୁ ଆୟୋଜିତ ଏହି ରୋଡ୍ ସୋରେ ବିଭିନ୍ନ ପୁଞ୍ଜିନିବେଶକାରୀ କମ୍ପାନୀଙ୍କ ସହ ଆଲୋଚନା କରାଯାଇଛି । ଓଡ଼ିଶାରେ ଶିଳ୍ପ ଅନୁକୂଳ ବାତାବରଣ ସମ୍ପର୍କରେ ଅବଗତ କରାଇଛନ୍ତି ସରକାର । ଏହି ଅବସରରେ ଜାପାନରେ ଅବସ୍ଥାପିତ ଭାରତୀୟ ରାଷ୍ଟ୍ରଦୂତ ସୁଜୟ ଚିନୋୟ କହିଛନ୍ତି ଯେ ଖଣିଜ ପଦାର୍ଥରେ ଭରପୁର ଓଡ଼ିଶା ।

୨୦୨୦ ସୁଦ୍ଧା ରାଜ୍ୟର ଅର୍ଥନୈତିକ ଅଭିବୃଦ୍ଧି ୧୨ ପ୍ରତିଶତ ହାରରେ ବୃଦ୍ଧି ପାଇବ ବୋଲି ସେ କହିଛନ୍ତି । ଜାପାନ୍ ମେକ୍ ଇନ୍ ଓଡ଼ିଶା ରୋଡ୍ ସୋରେ ରାଜ୍ୟ ପୁଞ୍ଜି ନିବେଶ ସମ୍ପର୍କରେ ଶିଳ୍ପପତି ଓ କଂପାନୀ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିଛନ୍ତି ରାଜ୍ୟ ସରକାର । ଏଥିରେ ଖଣି ମନ୍ତ୍ରୀ ଅନନ୍ତ ଦାସ, ଖଣି ସଚିବ ସଞ୍ଜୀବ ଚୋପ୍ରା ଓ ଉନ୍ନୟନ କମିଶନର ଆର୍. ବାଲାକ୍ରିଷ୍ଣନ୍ ପ୍ରମୁଖ ଯୋଗ ଦେଇଥିଲେ । ମେକ୍ ଇନ୍ ଓଡ଼ିଶା କନକ୍ଲେଭ ଦ୍ୱିତୀୟ ସଂସ୍କରଣର ଜାପାନ ହେବ କଣ୍ଟ୍ରି ପାର୍ଟନର । ଆସନ୍ତା ନଭେମ୍ବର ୧୧ରୁ ୧୫ ତାରିଖ ମଧ୍ୟରେ ଆୟୋଜନ ହେବ ମେକ୍ ଇନ୍ ଓଡ଼ିଶା କନକ୍ଲେଭ।

KNews Bureau

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ କ୍ୟାରିୟରକୁ ନେଇ କିଛି ଖୁସି ଖବର ପାଇବେ, କୌଣସି କାର୍ଯ୍ୟ ପାଇଁ ପ୍ରଶଂସା ମିଳିବ

ମେଷ : ବ୍ୟବସାୟ ତଥା ଅନ୍ୟ କ୍ଷେତ୍ରରେ ଆଜିର ଦିନ ଆପଣ ପାଇଁ ଲାଭପ୍ରଦ ଅଟେ । ଘର ତଥା…

1 hour ago

ଦୁର୍ଘଟଣାରେ ଗୋଡ ହରାଇ ଥିବା ଶିକ୍ଷକଙ୍କୁ ପାଣି ପିଆଇ ସାନ୍ତ୍ଵନା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର(କେନ୍ୟୁଜ୍‌): ସମୟ ଥିଲା ଅପରାହ୍ନ । ଅନେକ ବ୍ୟକ୍ତି, ସଂଗଠନ, ସାଧାରଣ ଲୋକ ଆସି ରାଜ୍ୟ ଅତିଥି ଭବନର ଅସ୍ଥାୟୀ…

5 hours ago

ରାଜଧାନୀ ରାସ୍ତା କଡ଼ରେ ଗଛ ଲଗାଉଥିବା ଓ ପାଣି ଦେଉଥିବା ଏ ବ୍ୟକ୍ତିଙ୍କୁ ଦେଖିଛନ୍ତି କି ?

ଭୁବନେଶ୍ୱର: ଟାଇଁ ଟାଇଁ ମୁଣ୍ଡଫଟା ଖରା । ଚାଲିକି କି ସାଇକେଲରେ ଯିବା ଲୋକ ଖୋଜୁଛି ଗଛ ଛାଇ ଟିକେ…

5 hours ago

କାର ସହ ବାଇକ୍‌ ମୁହାଁମୁହିଁ ଧକ୍କା, ୨ ମୃତ

ଗଞ୍ଜାମ(କେନ୍ୟୁଜ୍‌): କାର ସହ ମୋଟର ସାଇକେଲ ମୁହାଁମୁହିଁ ଧକ୍କା। ୨ ବାଇକ ଆରୋହୀ ମୃତ । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ…

5 hours ago

ନିଷ୍କ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ, ରାଜ୍ୟରେ ଜାରି ରହିବ ଗ୍ରୀଷ୍ମ ଲହରୀ

ଭୁବନେଶ୍ୱର(କେନ୍ୟୁଜ୍‌): ନିଷ୍କ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଦକ୍ଷିଣ ଓଡିଶାରେ ପ୍ରବେଶ କରିବା ପରେ ଆଉ ଆଗକୁ…

6 hours ago

କାଲି ଆର୍ଟ ଅଫ୍ ଗିଭିଂ ଦିବସ, ୨୦୦ ଦେଶ ଏବଂ ୨୫ ହଜାର ସ୍ଥାନରେ ହେବ ପାଳନ

ଭୁବନେଶ୍ୱର(କେନ୍ୟୁଜ୍‌): ଆସନ୍ତାକାଲି ପାଳିତ ହେବ ଆର୍ଟ ଅଫ୍ ଗିଭିଂ ଦିବସ । ଅନ୍ୟକୁ ସାହାଯ୍ୟ ଏବଂ ଦାୟିତ୍ବ ସମ୍ପନ୍ନ ଭାବେ…

6 hours ago