Categories: ରାଜ୍ୟ

ଆଜି ମେକ୍‌ ଇନ୍‌ ଓଡ଼ିଶା କନକ୍ଲେଭ‌ର ତୃତୀୟ ଦିନ

ଭୁବନେଶ୍ବର (କେନ୍ଯୁଜ୍) : ମେକ୍‌ ଇନ୍‌ ଓଡ଼ିଶା କନକ୍ଲେଭ‌ର ଆଜି ତୃତୀୟ ଦିନ । ଦୁଇଟି ସେସନ୍‌ରେ ବିଭିନ୍ନ ଶିଳ୍ପ କ୍ଷେତ୍ର ଉପରେ ହେବ ଅଧିକ ଆଲୋଚନା । ଟେକ୍‌ ଟକ୍‌, ଏମ୍‌ଏସ୍‌ଏମ୍‌ଇ, ମେଟାଲ ସେକ୍ଟରରେ ଡାଉନଷ୍ଟ୍ରିମ୍‌ ଶିଳ୍ପ, ସ୍ୱାସ୍ଥ୍ୟ ସେବାରେ ନିବେଶ, ଟେକ୍‌ସଟାଇଲ ଆଣ୍ଡ ଆପେରାଲ, ଷ୍ଟାର୍ଟ ଅପ୍‌ ଟକ୍‌ସ, ଏରୋସ୍ପେସ୍‌ ଆଣ୍ଡ ଡିଫେନ୍‌ସ ମାନୁଫେକ୍ଚରିଂ, କେମିକାଲ ଆଣ୍ଡ ପେଟ୍ରୋକେମିକାଲ୍‌ସ, ଦକ୍ଷତା ବିକାଶ ଓ କୃଷି ଭିତ୍ତିକ ଶିଳ୍ପ ଉପରେ ଆଲୋଚନା ହେବ ।

ଗତକାଲି ଦ୍ୱିତୀୟ ଦିନରେ ବିଜନେସ୍‌  ଲିଡର୍‌ ସମିଟ୍‌ ଅନୁଷ୍ଠିତ ହୋଇଥିଲା । ଯୋଗ ଦେଇଥିଲେ ଦେଶର ବିଜନେସ୍‌ ଟାଇକୁନ୍‌  । ରିଲାଏନ୍ସ ଇଣ୍ଡିଷ୍ଟ୍ରିଜ୍‌ ମୁଖ୍ୟ ମୁକେଶ ଅମ୍ବାନୀ, ଆଦିତ୍ୟ ବିର୍ଲା ଗ୍ରୁପ୍‌ ଅଧ୍ୟକ୍ଷ କୁମାର ମଙ୍ଗଳମ ବିର୍ଲା, ବେଦାନ୍ତ ଗ୍ରୁପର ଅନୀଲ ଅଗ୍ରୱାଲ । ଟାଟା ସନ୍ସର ଅଧ୍ୟକ୍ଷ ଏନ୍‌. ଚନ୍ଦ୍ରଶେଖରନ୍‌, ଜେଏସ୍‌ଡବ୍ଲୁର ଏମ୍‌ଡି ସଜ୍ଜନ ଜିନ୍ଦଲ, ଜେଏସ୍‌ପିଏଲ୍‌  ନବୀନ ଜିନ୍ଦଲଙ୍କ ଭଳି ଶିଳ୍ପପତି ମେକ୍‌ ଇନ୍‌ ଓଡ଼ିଶା କନକ୍ଲେଭ୍‌ର ଛାତ ତଳେ ଏକାଠି ହୋଇଥିଲେ । ଓଡ଼ିଶାରେ ଶିଳ୍ପ ପ୍ରତିଷ୍ଠା ଓ ପୁଞ୍ଜିନିବେଶ ନେଇ ନିଜ ନିଜର ଆଭିମୁଖ୍ୟ ରଖିଥିଲେ । ରାଜ୍ୟ ସରକାରଙ୍କ ଉଦ୍ୟମକୁ ପ୍ରଶଂସା କରିଛନ୍ତି । ଦେଇଛନ୍ତି ପୁଞ୍ଜିନିବେଶର ପ୍ରତିଶ୍ରୁତି ।

KNews Bureau

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

6 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

7 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

7 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

8 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

9 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

9 hours ago