ମାଲକାନଗିରି : ମାଲକାନଗିରି ଜିଲ୍ଲାପାଳ ପିଏଙ୍କ ମୃତ ଦେହ ଉଦ୍ଧାର । ପିଏ ଦେବ ନାରାୟଣ ପଣ୍ଡାଙ୍କ ମୃତଦେହ ସତୀଗୁଡ଼ା ଡ୍ୟାମ୍ରୁ ଉଦ୍ଧାର କରାଯାଇଛି । ଡ୍ୟାମ୍ ନିକଟରୁ ତାଙ୍କ ବାଇକ ଓ ହେଲମେଟ ମିଳିଛି । ଗତକାଲି ଅଫିସ୍ ଯାଇ ସେ ଆଉ ଘରକୁ ଫେରିନଥିଲେ । ଆଜି ପରିବାର ଲୋକେ ଖୋଜାଖୋଜି କରିବା ପରେ ଥାନାରେ ଅଭିଯୋଗ କରିଥିଲେ । ଡ୍ୟାମ୍ ନିକଟରେ ଦେବ ନାରାୟଣଙ୍କ ବାଇକ୍ ଦେଖି ପୋଲିସ ଓ ଅଗ୍ନିଶମ ବିଭାଗ ପକ୍ଷରୁ ଖୋଜିବା ଆରମ୍ଭ ହୋଇଥିଲା । ଡ୍ୟାରୁ ତାଙ୍କ ମୃତଦେହ ମିଳିଥିଲା । ସେ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ ହତ୍ୟା କରାଯାଇଛି, ତାହା ଜଣାପଡ଼ିନାହିଁ । ପୋଲିସ ଘଟଣାର ତଦନ୍ତ କରୁଛି ।
ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ ଗାନ୍ଧୀ ଛକରେ ବଜ୍ରାଘାତରେ ଦୁଇ ଯୁବକଙ୍କ ମୃତ୍ୟୁ…
ଗତ ୭୨ ଘଣ୍ଟାରେ ରାଜ୍ୟରେ ଅଂଶୁଘାତରେ ୨୦ଜଣଙ୍କ ମୃତ୍ୟୁ ଘଟିଛି । ଏହି ସମୟ ମଧ୍ୟରେ ୯୯ଟି ଅଂଶୁଘାତଜନିତ ମୃତ୍ୟୁ…
ସେହି ରେଳ ଧାରଣା ଅଛି । ସେଇଠି ଟ୍ରେନ୍ ବି ଚାଲୁଛି । ତଥାପି ଗୁମୁରି ଗୁମୁରି କାନ୍ଦୁଛି ଏ…
ବାଲେଶ୍ୱର ଜିଲ୍ଲା ବାହାନଗାଠାରେ ଘଟିଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣାକୁ ପୂରିଛି ଏକ ବର୍ଷ । ଏଭଳି ଦୁର୍ଘଟଣାରେ ମର୍ମାହତ ହୋଇ…
ଗଞ୍ଜାମ : ପ୍ରବଳ ଗ୍ରୀଷ୍ମ ପ୍ରବାହ ଲାଗିରହିଛି । ଅସହ୍ୟ ଗରମ ଗୁଳୁଗୁଳିରେ ଛଟପଟ ହେଉଛନ୍ତି ପୁରା ଓଡ଼ିଶାବାସୀ ।…
ପୁରୀ : ପୁରୀ ବାଣ ବିସ୍ଫୋରଣ ଘଟଣାରେ ବଢିଲା ମୃତ୍ୟୁ ସଂଖ୍ୟା । ଆଉ ୨ଜଣଙ୍କ ମୃତ୍ୟୁ ପରେ ମୃତ୍ୟୁ…