ମାଲକାନଗିରି: ଛତିଶଗଡ ସୀମାରେ ଏନ୍‌କାଉଣ୍ଟର, ପୋଲିସ ଗୁଳିରେ ୨ ମାଓବାଦୀ ନିହତ

ମାଲକାନଗିରି (କେନ୍ୟୁଜ): ପୋଲିସ-ମାଓବାଦୀ ମୁହାଁମୁହିଁ। ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ସୁକମା ଜିଲ୍ଲା କହ୍ନେୟାଗୁଡ଼ା ଜଙ୍ଗଲରେ ପୋଲିସ ଓ ମାଓବାଦୀ ମଧ୍ୟରେ ଗୁଳି ବିନିମୟ ହୋଇଛି। ପୋଲିସ ଏନକାଉଣ୍ଟରରେ ଦୁଇ ଜଣ ମାଓବାଦୀଙ୍କ ମୃତ୍ୟୁ ହୋଇଛି।

ମୃତକଙ୍କ ମଧ୍ୟରେ ଜଣେ ମାଓ କମାଣ୍ଡର ରହିଛି। CRPF ଓ DRG ଯବାନଙ୍କ ସର୍ଚ୍ଚ ଅପରେସନ୍‌ ଜାରି ରହିଥିବା ସୁକମା SP ସୁନୀଲ ଶର୍ମା ସୂଚନା ଦେଇଛନ୍ତି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.