ରାଜ୍ୟ

ସାମାନ୍ୟ ବଚସାରୁ ସ୍ତ୍ରୀକୁ ଠେଙ୍ଗାରେ ପିଟିପିଟି ମାରିଦେଲା ସ୍ୱାମୀ, ଥାନାରେ ଅଟକ

ବଲାଙ୍ଗିର (କେନ୍ୟୁଜ): ସ୍ତ୍ରୀକୁ ଠେଙ୍ଗାରେ ପିଟିପିଟି ମାରିଦେଲା ସ୍ୱାମୀ। ବଲାଙ୍ଗିର ଜିଲ୍ଲା ଲରମ୍ଭା ଥାନା ଘୁମେର ଗାଁ ରେ ମହୁଲ ଫଳ ଗୋଟାଇବାକୁ ଯିବା ବେଳେ ଘଟିଛି ଅଘଟଣ । ପାରିବାରିକ କଳହ ହେତୁ ଉଭୟଙ୍କ ମଧ୍ୟରେ ବଚସା ହେବାରୁ ଉତ୍ୟକ୍ତ ହୋଇ ସ୍ତ୍ରୀକୁ ଠେଙ୍ଗାରେ ପିଟିପିଟି ମାରିଦେଇଛି ସ୍ୱାମୀ । ମୃତକ ହେଲେ ଘୁମେର ଗାଁର ରାଏମତି ସାହୁ (୬୦)। ହତ୍ୟାକାରୀ ସ୍ୱାମୀ ହେଉଛନ୍ତି ଲକ୍ଷ୍ମୀନ୍ଦ୍ର ସାହୁ।

ଖବର ପାଇ ଲରମ୍ଭା ଥାନା ପୋଲିସ ପହଞ୍ଚି ଶବ ଜବତ କରିବା ସହ ହତ୍ୟାକାରୀ ସ୍ୱାମୀକୁ ଅଟକରଖି ଅଧିକ ପଚରାଉଚରା କରୁଛି। ପରିବାର ଲୋକଙ୍କ କହିବା କଥା ଯେ ସ୍ୱାମୀ ସ୍ତ୍ରୀଙ୍କ ମଧ୍ୟରେ ଆଗରୁ କୌଣସି ଝଗଡା ନଥିବା ବେଳେ କୌଣସି କଥାକୁ ନେଇ ବଚସା ହେବା ଦ୍ୱାରା ଏଭଳି ଜଘନ୍ୟ କାଣ୍ଡ ଘଟିଥାଏ ପାରେ ବୋଲି ଅନୁମାନ କରାଯାଉଛି । ଏହି ଘଟଣାକୁ ନେଇ ପୋଲିସର ପ୍ରତିକ୍ରିୟା ମିଳିପାରିନାହିଁ।

 

Barsha

Recent Posts

ଆଗେଇ ଚାଲିଛି ରଥ ନିର୍ମାଣ କାର୍ଯ୍ୟ, ୪୨ ଚକ ନିର୍ମାଣ ଶେଷ

ପୁରୀ : ଚଳଚଞ୍ଚଳ ପୁରୀ ରଥଖଳା । ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଦ୍ରୁତ ଗତିରେ ଆଗେଇ ଚାଲିଛି ରଥ…

5 mins ago

ଭୁବନେଶ୍ଵର ଚଳଚ୍ଚିତ୍ର ଉତ୍ସବର ଅନ୍ତିମ ଦିବସ, ପ୍ରଦର୍ଶିତ ହେଲା ସିନେମା ଶୂନ୍ୟ ସ୍ବରୂପ

ଭୁବନେଶ୍ଵର : ଭୁବନେଶ୍ଵର ଚଳଚ୍ଚିତ୍ର ଉତ୍ସବର ଅନ୍ତିମ ଦିବସରେ ପ୍ରଦର୍ଶିତ ହୋଇଛି ଜାତୀୟ ପୁରସ୍କାର ପ୍ରାପ୍ତ ସିନେମା ଶୂନ୍ୟ ସ୍ବରୂପ…

24 mins ago

ଦମ୍ ବିରିୟାନି, ଯୋଧପୁରୀ ସବ୍‌ଜି, ମଟ୍‌କା କୁଲ୍‌ଫି…ଜେପି ନଡ୍ଡାଙ୍କ ବାସଭବନରେ ଏନ୍‌ଡିଏ ସାଂସଦଙ୍କ ଡିନର ପାର୍ଟି

ନରେନ୍ଦ୍ର ମୋଦି ତୃତୀୟ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ହେବାକୁ ଯାଉଛନ୍ତି । ଆଜି ଜୁନ୍‌ ୯ରେ ମୋଦି ପ୍ରଧାନମନ୍ତ୍ରୀ…

25 mins ago

ଫିଲ୍ମ ‘କଲ୍କି 2898 AD’ର ଟ୍ରେଲର ରିଲିଜ୍‌ ପୂର୍ବରୁ ସାମ୍ନାକୁ ଆସିଲା ଦୀପିକାଙ୍କ ଦମ୍‌ଦାର ଲୁକ୍‌

ନାଗ ଅଶ୍ୱିନଙ୍କ ନିର୍ଦ୍ଦେଶିତ ସାଇନ୍ସ ଫିକ୍ସନ ଫିଲ୍ମ ‘କଲ୍କି 2898 AD’ ଦୀର୍ଘ ଦିନ ଧରି ଖୁବ୍‌ ଚର୍ଚ୍ଚାରେ ରହିଆସିଛି…

57 mins ago

ବିହାରର ୮ ସାଂସଦଙ୍କୁ ମୋଦି କ୍ୟାବିନେଟ୍‌ରେ ଜାଗା ! ଦିଲ୍ଲୀରୁ ଆସିଛି ଫୋନ୍‌ କଲ୍‌

ଏଥର ଏନ୍‌ଡିଏ ସରକାର ଗଠନରେ କିଙ୍ଗମେକରର ଭୂମିକା ଗ୍ରହଣ କରିଛି ବିହାରର ଜେଡିୟୁ । ଏହି ଦଳର ଦୁଇ ନେତାଙ୍କୁ…

1 hour ago

ହସ୍ପିଟାଲ ବେଡରୁ ପୁଅ ଚୋରି, ମୁଣ୍ଡ ବାଡ଼େଇ କାନ୍ଦୁଛି ମା’

ବାଲେଶ୍ୱର : ପୁଣି ସାମ୍ନାକୁ ଆସିଲା ପିଲା ଚୋରି ଅଭିଯୋଗ । ହସ୍ପିଟାଲ ବେଡ୍‌ରୁ ଶିଶୁ ପୁତ୍ରକୁ ଚୋରି କରି…

1 hour ago