Below header

ଭୁବନେଶ୍ବର: ଚାକିରୀ ଦେବା ନାଁରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତକୁ ଗିରଫ କଲା ଲକ୍ଷ୍ମୀସାଗର ଥାନା ପୋଲିସ

ଭୁବନେଶ୍ବର: ରାଜଧାନୀରେ ଲଜ୍ଜା । ଚାକିରୀ ଦେବା ନାଁରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ । କଟକ ରୋଡର ଏକ ହୋଟେଲରେ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଲକ୍ଷ୍ମୀସାଗର ଥାନା ପୋଲିସ ଅଭିଯୁକ୍ତ ଉତ୍ତରପ୍ରଦେଶର ଜୟ କୁମାରଙ୍କୁ ଗିରଫ କରିଛି । ଯୁବତୀଙ୍କ ଘର ଛତିଶଗଡ଼ରେ । ଚାକିରି କରାଇ ଦେବାକୁ କହି ଜୟ କୁମାର ଯୁବତୀ ଜଣଙ୍କୁ ଭୁବନେଶ୍ୱର ଡାକିଥିଲେ । ଏହା ପରେ କଟକ ରୋଡ୍‌ର ଏକ ହୋଟେଲରେ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.