ଭୁବନେଶ୍ବର: ରାଜଧାନୀରେ ଲଜ୍ଜା । ଚାକିରୀ ଦେବା ନାଁରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ । କଟକ ରୋଡର ଏକ ହୋଟେଲରେ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଲକ୍ଷ୍ମୀସାଗର ଥାନା ପୋଲିସ ଅଭିଯୁକ୍ତ ଉତ୍ତରପ୍ରଦେଶର ଜୟ କୁମାରଙ୍କୁ ଗିରଫ କରିଛି । ଯୁବତୀଙ୍କ ଘର ଛତିଶଗଡ଼ରେ । ଚାକିରି କରାଇ ଦେବାକୁ କହି ଜୟ କୁମାର ଯୁବତୀ ଜଣଙ୍କୁ ଭୁବନେଶ୍ୱର ଡାକିଥିଲେ । ଏହା ପରେ କଟକ ରୋଡ୍ର ଏକ ହୋଟେଲରେ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି ।
ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…
କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…
ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…
ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…
ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…
ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…