ଢେଙ୍କାନାଳ: ଢେଙ୍କାନାଳ ଟାଉନ ଥାନା କଣ୍ଟାନାଳି ବସ୍ତି ଅଞ୍ଚଳରେ ପିଲା ଚୋର ଅଭିଯୋଗରେ ଜଣେ ବ୍ୟକ୍ତିଙ୍କୁ ସ୍ଥାନୀୟ ବାସିନ୍ଦା ଅଟକ ରଖି ଟାଉନ୍ ପୋଲିସକୁ ହସ୍ତାନ୍ତର କରିଛନ୍ତି। ବିଚିତ୍ର ଦେହୁରୀଙ୍କ ଘରେ ପଶି ତାଙ୍କର ୩ ବର୍ଷର ଝିଅକୁ ଚୋରି ଉଦ୍ୟମ ଅଭିଯୋଗ ହୋଇଛି।
ଏହି ସମୟରେ ବାପା, ମାଆ ଓ ସ୍ଥାନୀୟ ଲୋକ ପିଲା ଚୋରକୁ କାବୁ କରି ପୋଲିସ ଜିମା ଦେଇଛନ୍ତି। ପୋଲିସ ଅନୁସନ୍ଧାନରରୁ ଅଭିଯୁକ୍ତର ଘର ରାଉରକେଲା ଅଞ୍ଚଳର ବୋଲି ସୂଚନା ମିଳିଛି। ତାର ପରିବାରବର୍ଗଙ୍କୁ ଯୋଗାଯୋଗ କରାଯାଇଛି। ଅଭିଯୁକ୍ତ ଗତ ଆଠ ଦିନ ଧରି ଘରୁ ପଳାଇ ଆସିଛନ୍ତି।
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…
ଭଦ୍ରକ (କେନ୍ୟୁଜ୍) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…
ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…