ନାବାଳିକା ଦୁଷ୍କର୍ମକାରୀକୁ ୨୦ ବର୍ଷ ଜେଲଦଣ୍ଡ। ନିର୍ଦ୍ଦେଶ ଦେଲେ କଟକ ଆଡ଼ହକ ପୋକସୋ କୋର୍ଟ। ନାବାଳିକା ଦୁଷ୍କର୍ମକାରୀ ରାଜୀବ ଜେନା ଦୋଷୀ ସାବ୍ୟସ୍ତ। ଜେଲଦଣ୍ଡ ସହିତ ୨୦ହଜାର ଟଙ୍କା ଜରିମାନା। ଜରିମାନା ଅନାଦେୟ ଅଧିକ ଏକ ବର୍ଷ ଜେଲଦଣ୍ଡ। ତିଗିରିଆ ଅଞ୍ଚଳରେ ଘଟିଥିଲା ଏହି ଦୁଷ୍କର୍ମ ଘଟଣା।
୧୪ ବର୍ଷୀୟ ନାବାଳିକା ନିଜ ବାପାଙ୍କ ସହିତ ଫେରୁଥିବା ବେଳେ ଅପହରଣ ହୋଇଥିଲା। ୧୩ ଜଣ ସାକ୍ଷୀ ଓ ୧୧ ଟି ତଥ୍ୟପ୍ରମାଣ ଆଧାରରେ ଏହି ଦଣ୍ଡାଦେଶ ଦିଆଯାଇଛି । ପୀଡିତାକୁ ୪ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ଜିଲ୍ଲା ଆଇନ ସେବା ପ୍ରାଧୀକରଣକୁ ନିର୍ଦ୍ଦେଶ ଦିଆଯାଇଛି । ମାମଲା ପରିଚାଳନା କରୁଥିଲେ ସରକାରୀ ଓକିଲ ବିଶ୍ୱଜିତ ରାୟ।
ସମଗ୍ର ଦେଶରେ ଲୋକମାନେ ଦାବି କରୁଛନ୍ତି ଯେ ସେମାନଙ୍କର ଜିଓ ସେବା କାମ କରୁନାହିଁ । ସେମାନେ କହୁଛନ୍ତି ଯେ,…
କାକଟପୁର (କେନ୍ୟୁଜ): ପାଗଳ ବିଲୁଆ ଆତଙ୍କରେ ଥରହର ହେଉଛନ୍ତି ଗାଁ ଲୋକେ । ଅସ୍ତରଙ୍ଗ ନିକଟ ବେଗୁନିଆବସ୍ତ ଗାଁରେ ଏକ…
ଯାଜପୁର (କେନ୍ୟୁଜ) : ଚାଲିଛି ସଂଘର୍ଷପୂର୍ଣ୍ଣ ଲଢେଇ । କର ବା ମର ପରିସ୍ଥିତି । ଏପଟେ ଗ୍ୟାଲେରୀରେ ଦର୍ଶକଙ୍କ…
ଭୁବନେଶ୍ୱର : ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ । ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା । ଅସହ୍ୟ…
ବାବାଙ୍କ ଭକ୍ତିରେ ଲୀନ ଶ୍ରଦ୍ଧାଳୁ । ସମସ୍ତଙ୍କ ମୁହଁରେ ଗୋଟାଏ ଶଦ୍ଦ ବାବା.. ଭୋଲେନାଥ.. । ଦେବ ଦେବ ମହାଦେବଙ୍କୁ…
ଇରାନ୍ର ଉତ୍ତର ଭାଗରେ ଥିବା ଏକ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏଥିରେ ୯ ଜଣ ରୋଗୀଙ୍କର ମୃତ୍ୟୁ…