ବାଲେଶ୍ୱର : ଏକ ହତ୍ୟା ଘଟଣାରେ ଦୋଷୀକୁ ଆଜୀବନ କାରାଦଣ୍ଡ ସହ 20 ହଜାର ଟଙ୍କା ଜୋରିମାନା ଦେଲେ କୋର୍ଟ । ଅନାଦେୟ ଅଧିକ 6 ମାସ ଜେଲ ଦଣ୍ଡ । 19 ଜଣ ସାକ୍ଷୀଙ୍କ ବୟନକୁ ଭିତ୍ତିକରି ଦଣ୍ଡ ଶୁଣାଇଛନ୍ତି ମାନ୍ୟବର ଅତିରିକ୍ତ ଜିଲ୍ଲା ଦୌରା ଜର୍ଜ -3 ବିବଶ୍ୱତ ଗୌତମ ।
30/3/22 ରାତି ସାଢ଼େ 12 ଟା ସମୟରେ ଠିକା ସଂସ୍ଥାର ସୁପର ଭାଇଜର ରାଜେଶ କୁମାର ପଣ୍ଡାଙ୍କୁ ଏକ ଧୂର୍ମୁଷ ସାହାର୍ଯ୍ୟରେ ଆକ୍ରମଣ କରିଥିଲେ ପତାଞ୍ଜଳି ଦୋକାନର ମାଲିକ ମାଧବ ପାଢ଼ୀ। ଏନେଇ ବାଲେଶ୍ଵର ଟାଉନ ଥାନା ରେ କେସ ନମ୍ବର 67/22 ରେ 302 ipc ରେ ମାମଲା ରୁଜୁ ହୋଇଥିଲା । ଏହି ମାମଲାରେ ସରକାରଙ୍କ ପକ୍ଷରୁ ମକଦ୍ଦମା ପରିଚାଳନା କରୁଥିଲେ ଆସିଷ୍ଟାଣ୍ଟ ପବ୍ଲିକ ପ୍ରସିକ୍ୟୁଟର ଅରବିନ୍ଦ ସିଂହ ଓ ଅସୋଷିଏଟ୍ ପବ୍ଲିକ ପ୍ରସିକ୍ୟୁଟର ପ୍ରହଲ୍ଲାଦ ପତି ।
ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…
ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…
କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…
ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…
ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…
ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…