ବୋଲଗଡ(କେନ୍ୟୁଜ) : ବୋଲଗଡ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ତହସିଲଦାରଙ୍କ ମନମୂଖୀ କାର୍ଯ୍ୟକଳାପ ବିରୋଧ କରି ଆମରଣ ଅନଶନରେ ବସିଛନ୍ତି ବୋଲଗଡର ନରେନ୍ଦ୍ର କୁମାର ସାହୁ। ନରେନ୍ଦ୍ରଙ୍କ ଅଭିଯୋଗ ଅନୁଯାୟୀ, ତାଙ୍କର ପୂର୍ବପୁରୁଷ ଯାଗାରେ ସେ ଘର କରି ରହି ଆସୁଥିବା ବେଳେ ଏବେ ସ୍ଥାନୀୟ ତହସିଲଦାର ତାଙ୍କ ଘରକୁ ରାସ୍ତା ଥିବା ସରକାରୀ ରାସ୍ତାରେ ତାରବାଡ ପକାଇ ଅବରୋଧ କରିଛନ୍ତି । ଏ ନେଇ ତହସିଲଦାରଙ୍କୁ ତାରବାଡ ହଟାଇବାକୁ ଅନୁରୋଧ କରି ବିଫଳ ହେବାରୁ ଆଜି ଆମରଣ ଅନଶନରେ ବସିଛନ୍ତି ।
ଦୁନିଆର ସବୁଠାରୁ ଉଚ୍ଚ ବିଲିଡିଂ ତଥା ଦୁବାଇରେ ଥିବା ବୁର୍ଜ ଖଲିଫାରେ ଝଲସିଲା ଆଇପିଏଲ ୨୦୨୪ ଟ୍ରଫି । ବୁର୍ଜ…
Motorola Moto G85 ଖୁବ୍ ଶୀଘ୍ର ଭାରତରେ ଲଞ୍ଚ ହେବାକୁ ଯାଉଛି ଏବଂ ସ୍ମାର୍ଟଫୋନର ରେଣ୍ଡରଗୁଡିକ ସାମ୍ନାକୁ ଆସିଛି ।…
ଭୁବନେଶ୍ବର (କେନ୍ୟୁଜ): ଭୁବନେଶ୍ବରରୁ ସିଧାସଳଖ କୁଆଲାଲମ୍ପୁରକୁ ଉଡ଼ିଲା ବିମାନ। ଗତକାଲି ରାତିରୁ ବିମାନ ସେବା ଆରମ୍ଭ ହୋଇଛି । ଏୟାର…
ମହାକାଳପଡ଼ା (କେନ୍ୟୁଜ): ଗାତରେ ଫସିଗଲା ବଉଳା କୁମ୍ଭୀର । ନିର୍ମାଣାଧୀନ ସେତୁର ଗର୍ତ୍ତରେ ଫସି ଯାଇଛି କୁମ୍ଭୀର । କେନ୍ଦ୍ରାପଡା…
ଭୁବନେଶ୍ୱର (କେନ୍ୟୁଜ): ଯୁକ୍ତ ତିନି ନାମ ଲେଖା ପାଇଁ ଜୁନ୍ ପ୍ରଥମ ସପ୍ତାହରୁ କରିପାରିବେ ଆବେଦନ । ଅନଲାଇନ୍ ଜରିଆରେ…
ପତ୍ନୀ ହୋଇ ରହିଲେ ମାସକୁ ୫ ହଜାର ଟଙ୍କା ଦେବି । ଶଶୁରଙ୍କ ଏଭଳି କଥାରେ ଥାନାରେ ପହଞ୍ଚିଛି ବୋହୂ…