ରାଜଧାନୀରେ ଚାଞ୍ଚଲ୍ୟ: ରାସ୍ତା କଡ ଏକ ଗଛରୁ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର(କେନ୍ୟୁଜ୍): ରାଜଧାନୀରେ ଚାଞ୍ଚଲ୍ୟ । ଭୁବନେଶ୍ୱରସ୍ଥିତ ହୋଟେଲ ମେ ଫେୟାର ଛକ ନିକଟ ଏକ ଗଛରୁ ମୃତଦେହ ଉଦ୍ଧାର ହୋଇଛି। ନିକଟରେ ଥିବା ପାଚେରୀ ଉପରେ ଚପଲ, ପ୍ୟାଣ୍ଟ ସାର୍ଟ, ଗାମୁଛା ଓ ସାଲ୍‌ ଥୁଆ ହୋଇଛି।

ତେବେ ଯୁବକ ଜଣକ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। କାରଣ ଅସ୍ପଷ୍ଟ ଥିବାବେଳେ ନୟାପଲ୍ଲୀ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରୁଛି। ଯୁବକ ଜଣକ ପରିଚୟ ଅସ୍ପଷ୍ଟ ରହିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.