Below header

 ନାବାଳିକା ଦୁଷ୍କର୍ମକାରୀକୁ ୧୦ ବର୍ଷ ଜେଲ୍‌

ନାବାଳିକା ଦୁଷ୍କର୍ମକାରୀକୁ ୧୦ ବର୍ଷ ଜେଲ୍‌ । କାରାଦଣ୍ଡାଦେଶ ସହିତ ୧୦ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦେଇଛନ୍ତି କଟକ ସ୍ୱତନ୍ତ୍ର ପକ୍‌ସୋ କୋର୍ଟ । ଜରିମାନା ଅନାଦେୟ ହେଲେ ଅଧିକ ଏକ ବର୍ଷ ଜେଲ ଦଣ୍ଡ ।

କଟକ(କେନ୍ୟୁଜ):  ନାବାଳିକା ଦୁଷ୍କର୍ମକାରୀକୁ ୧୦ ବର୍ଷ ଜେଲ୍‌ । କାରାଦଣ୍ଡାଦେଶ ସହିତ ୧୦ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦେଇଛନ୍ତି କଟକ ସ୍ୱତନ୍ତ୍ର ପକ୍‌ସୋ କୋର୍ଟ । ଜରିମାନା ଅନାଦେୟ ହେଲେ ଅଧିକ ଏକ ବର୍ଷ ଜେଲ ଦଣ୍ଡ ।

ଏହାସହ ପୀଡିତାଙ୍କୁ ୭ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ୧୮ ଜଣ ସାକ୍ଷୀ ଓ ୧୬ଟି ତଥ୍ୟ ପ୍ରମାଣ ଆଧାରରେ ଏହି ଦଣ୍ଡାଦେଶ ଦିଆଯାଇଛି। ଏହି ମାମଲା ପରିଚାଳନା କରୁଥିଲେ ସରକାରୀ ଓକିଲ ରମେଶ ମହାନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.