Below header

ଭିନ୍ନକ୍ଷମ ମହିଳାଙ୍କୁ ଦୁଷ୍କର୍ମ ଅଭିଯୋଗରେ ଅଭିଯୁକ୍ତକୁ ୧୨ ବର୍ଷ ସଶ୍ରମ କାରାଦଣ୍ଡ

ଭିନ୍ନକ୍ଷମ ମହିଳାଙ୍କୁ ଦୁଷ୍କର୍ମ ଅଭିଯୋଗରେ , ଅଭିଯୁକ୍ତ ସୁଶାନ୍ତ ନାୟକ କୁ ୧୨ ବର୍ଷ ସଶ୍ରମ କାରାଦଣ୍ଡ ।

ଭଂଜନଗର : ଭିନ୍ନକ୍ଷମ ମହିଳାଙ୍କୁ ଦୁଷ୍କର୍ମ ଅଭିଯୋଗରେ , ଅଭିଯୁକ୍ତ ସୁଶାନ୍ତ ନାୟକ କୁ ୧୨ ବର୍ଷ ସଶ୍ରମ କାରାଦଣ୍ଡ । ଗତ ୨୦୨୨ ରେ ଆସିକା ଥାନା ଅନ୍ତର୍ଗତ ହରିଡାପଦର ଗାଁ ନିକଟ ଘଟଣା । ଦଣ୍ଡାଦେଶ ଶୁଣାଇଲେ , ଆସିକା ଅତିରିକ୍ତ ଜିଲ୍ଲା ଦୌରାଜଜ୍ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.