Below header

୧୪ବର୍ଷର ନାବାଳିକାକୁ ଦୁଷ୍କର୍ମ ଘଟଣାରେ ଅଭିଯୁକ୍ତକୁ ଆଜୀବନ କାରାଦଣ୍ଡାଦେଶ

୧୪ବର୍ଷର ନାବାଳିକାକୁ ଦୁଷ୍କର୍ମ ଘଟଣାରେ ଅଭିଯୁକ୍ତକୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଲେ ଯାଜପୁର ସ୍ଵତନ୍ତ୍ର ପୋକ୍ସୋ କୋର୍ଟ  l

ଯାଜପୁର ଟାଉନ: ୧୪ବର୍ଷର ନାବାଳିକାକୁ ଦୁଷ୍କର୍ମ ଘଟଣାରେ ଅଭିଯୁକ୍ତକୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଲେ ଯାଜପୁର ସ୍ଵତନ୍ତ୍ର ପୋକ୍ସୋ କୋର୍ଟ  l ୨୦୨୧ ମସିହାରେ ଧର୍ମଶାଳା ଥାନା ଅଂଚଳରେ ନାବାଳିକାକୁ ଦୁଷ୍କର୍ମ କରି ଗିରଫ ହୋଇଥିଲା ଶିବ ଜେନା । ଆଜୀବନ କାରାଦଣ୍ଡାଦେଶ ସହ ୪ଲକ୍ଷ ୫୦ ହଜାର ଟଙ୍କା ଜରିମାନା ଓ  ଜରିମାନା ଅନାଦେୟ ୨୮ମାସ ଅଧିକ କାରାଦଣ୍ଡାଦେଶ ସହ ପୀଡ଼ିତାକୁ ୧୧ ଲକ୍ଷ ଟଙ୍କା କ୍ଷତିପୁରଣ ଦେବାକୁ ନିର୍ଦ୍ଦେଶ ଦେଲେ କୋର୍ଟ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.