ନୟାପଲ୍ଲୀର ଏକ ଆପାର୍ଟମେଣ୍ଟରୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା

ଭୁବନେଶ୍ବର(କେନ୍ୟୁଜ୍) : ୧୧ ମହଲାରୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା । ଭୁବନେଶ୍ୱର ନୟାପଲ୍ଲୀର ଏକ ଆପାର୍ଟମେଣ୍ଟରୁ ଡେଇଁ ଆତ୍ମହତ୍ୟା କରିଛନ୍ତି ଯୁବକ ଜଣକ । ମୃତକଙ୍କ ପରିଚୟ ମିଳି ପାରିନାହିଁ । ଘଟଣାସ୍ଥଳରେ ନୟାପଲ୍ଲୀ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.