ରାଜ୍ୟ

ମାଓବାଦୀଙ୍କ ବର୍ବରକାଣ୍ଡ! ମାଲକାନଗିରି ସୀମାନ୍ତ ଛତିଶଗଡ ବିଜାପୁୁର ଜିଲ୍ଲାରେ ପୋଲିସ ଇନଫର୍ମର ସନ୍ଦେହରେ ଜଣଙ୍କୁ ହତ୍ୟା

ମାଲକାନଗିରି(କେନ୍ଯୁଜ୍): ମାଓବାଦୀଙ୍କ ବର୍ବରକାଣ୍ଡ। ପ୍ରଥମେ ଅପହରଣ ପରେ ହତ୍ୟା। ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ ବିଜାପୁୁର ଜିଲ୍ଲାରେ ଲାଲ୍‌ତାଣ୍ଡବ। ପୋଲିସ ଇନଫର୍ମର ସନ୍ଦେହରେ ଜଣେ ଯୁବକଙ୍କୁ ହତ୍ୟା କଲେ।

ଗଙ୍ଗଲୁର ନିକଟରେ ଅତି ନିର୍ମମ ଭାବେ ପିଟି ପିଟି ହତ୍ୟା କରିଛନ୍ତି ମାଓବାଦୀ। ମୃତ ଯୁବକ ଗୁଡ୍‌ଡୁ ବଂଜମ। ଏହି ଘଟଣା ପରେ ପୋଲିସ ପକ୍ଷରୁ କୁମ୍ବିଂ ଅପରେସନକୁ ଜୋରଦାର କରାଯାଇଛି।

Sonalisa

Recent Posts

ଓଡିଆ ପଣ୍ଡିତଙ୍କୁ ଗଙ୍ଗା ଘାଟ ଛାଡିବାକୁ ବାଧ୍ୟ କରାଯାଉଛି, ଚିନ୍ତାରେ ବର୍ଷ ବର୍ଷ ଧରି ରହିଆସୁଥିବା ଓଡିଆ ବ୍ରାହ୍ମଣ

କୋଲକାତା (କେନ୍ୟୁଜ) : ପୁଣ୍ୟତୋୟା ଗଙ୍ଗା ଘାଟଗୁଡ଼ିକ ଧର୍ମ ସଂସ୍କୃତି ଓ ଆସ୍ଥାର ପ୍ରମୁଖ ସ୍ଥଳୀ ଭାବରେ ପରିଚିତି ଲାଭ…

45 mins ago

ଘରେ କଳାକନା ବୁଲାଇ ୨୫ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଓ ଆସବାବ ପତ୍ର ନେଇଗଲେ ଚୋର

ତାଳଚେର (କେନ୍ୟୁଜ) : ଯଦି ଆପଣ କେବେ ନିଜ ଘର ତାଲା ପକାଇ ବନ୍ଧୁ ଘର କିମ୍ବା ସମ୍ପର୍କୀୟଙ୍କ ଘରକୁ…

46 mins ago

କଳିଙ୍ଗ ଷ୍ଟାଡିୟମ କ୍ରୀଡ଼ା ଭିତ୍ତିଭୂମିର ସମୀକ୍ଷା କଲେ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ

ଭୁବନେଶ୍ୱର(କେନ୍ୟୁଜ୍‌): କ୍ରୀଡ଼ା ଓ ଯୁବସେବା ମାନ୍ୟବର ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୁରଜ ଆଜି କଳିଙ୍ଗ ଷ୍ଟାଡିୟମ ଗସ୍ତ କରି ରାଜ୍ୟର…

53 mins ago

ଭୋଜି ଖାଇ ଫେରୁଥିଲେ ହେଲେ ଏକାସାଥିରେ ଆରପାରିକୁ ଚାଲିଗଲେ ଚାରି ସାଙ୍ଗ

ନୂଆପଡା (କେନ୍ୟୁଜ) : ଭୋଜି ଖାଇ ସାଙ୍ଗ ହୋଇ ଫେରୁଥିଲେ ଏହି ୪ ଜଣ ସାଙ୍ଗ । ଏମାନେ ୪…

58 mins ago

ଆଜି ସାରା ବିଶ୍ୱ ପାଳିଲା ‘ଆର୍ଟ ଅଫ୍ ଗିଭିଂ’ ଦିବସ

ଭୁବନେଶ୍ୱର(କେନ୍ୟୁଜ୍‌): ଜୁନ୍ ୧୭ ତାରିଖରେ ଭାରତ ସମେତ ବିଶ୍ୱର ୨୦୦ଟି ଦେଶର ୨୫ହଜାର ସ୍ଥାନରେ ୧୧ଶ ଅନ୍ତର୍ଜାତୀୟ ‘ଆର୍ଟ ଅଫ୍…

1 hour ago

ମହାନତା ଦେଖାଇଲେ ମୁଖ୍ୟମନ୍ତ୍ରୀ, ପୀଡିତଙ୍କୁ ୩୦ ହଜାର ଟଙ୍କା ସହ ଯୋଗାଇଲେ ଚିକିତ୍ସା

ଚାନ୍ଦବାଲି (କେନ୍ୟୁଜ): ଏ ଶରୀର କ୍ଷଣସ୍ଥାୟୀ । ସତରେ ଏ ଶରୀର କିଛି ନୁହେଁ ଆଜି ଭଲ ଅଛି ତ…

1 hour ago