ରାଜ୍ୟ

୪୦ ଫୁଟ ଗଭୀର କୂଅରୁ ଉଦ୍ଧାର ହେଲେ ବ୍ଯକ୍ତି, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି

ଆଠଗଡ(କେନ୍ୟୁଜ୍‌): ଗତକାଲି ପାଖାପଖି ଦିନ ୩ଟା ସମୟରେ ଆଠଗଡ ଅଗ୍ନିଶମ କର୍ମଚାରୀଙ୍କ ଦ୍ବାରା ୪୫ ବର୍ଷିୟ ଜଣେ ବ୍ଯକ୍ତିଙ୍କୁ ଉଦ୍ଧାର କରାଯାଇଛି। କଟକ ଜିଳ୍ଲା ଆଠଗଡ ଥାନା ଅନ୍ତର୍ଗତ ରାଧାଦରସାନିପୁରରେ ଘଟିଛି ଏହି ଘଟଣା।

ଉକ୍ତ ଗାଁର ଭାରତ ଚନ୍ଦ୍ର ପ୍ରଧାନ ନ.ମେକ ଜଣେ ବ୍ୟକ୍ତି ୪୦ ଫୁଟ ଗଭୀର ଏକ କୂଅରେ ପଡିଯାଇଥିଲେ। ଯାହା ଜାଣିବା ପରେ ସ୍ଥାନୀୟ ଲୋକେ ତୁରନ୍ତ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଖବର ପାଇ ଅଗ୍ନିଶମ ବାହିନୀ ତୁରନ୍ତ ଘଟଣାସ୍ଥଳରେ ପହଁଚି ଉକ୍ତ ବ୍ଯକ୍ତିଙ୍କୁ ଉଦ୍ଧାର କରିବା ସହିତ ଚିକିତ୍ସା ପାଇଁ ଡାକ୍ତରଖାନା ନେଇଥିବା ଜଣାପଡିଛି।

Sonalisa

Recent Posts

କାଲି ଆର୍ଟ ଅଫ୍ ଗିଭିଂ ଦିବସ, ୨୦୦ ଦେଶ ଏବଂ ୨୫ ହଜାର ସ୍ଥାନରେ ହେବ ପାଳନ

ଭୁବନେଶ୍ୱର(କେନ୍ୟୁଜ୍‌): ଆସନ୍ତାକାଲି ପାଳିତ ହେବ ଆର୍ଟ ଅଫ୍ ଗିଭିଂ ଦିବସ । ଅନ୍ୟକୁ ସାହାଯ୍ୟ ଏବଂ ଦାୟିତ୍ବ ସମ୍ପନ୍ନ ଭାବେ…

8 mins ago

ବିଚାରାଧୀନ ମହିଳା କଏଦୀଙ୍କ ମୃତ୍ୟୁ

ରାଇରଙ୍ଗପୁର (କେନ୍ୟୁଜ୍‌) : ମୟୁରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଉପକାରାଗାର ର ବିଚାରାଧୀନ ମହିଳା କଏଦୀଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ। ମୃତ…

39 mins ago

ଛେପ ପକାଇ ମୁହଁ ମସାଜ୍‌ କରୁଥିଲେ ସେଲୁନ୍‌ କର୍ମଚାରୀ, ସିସିଟିଭିରେ ଭିଡିଓ କଏଦ୍‌

ଆଜିକାଲି ପାର୍ଲର ଯିବା ଏକ ପ୍ରକାର ଫେସନ୍‌ ହୋଇଗଲାଣି । ଅଧିକାଂଶ ଯୁବପିଢ଼ି ପାର୍ଲର ଯିବାକୁ ପସନ୍ଦ କରିଥାଆନ୍ତି ।…

1 hour ago

ସମୁଦ୍ରରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ପର୍ଯ୍ୟଟକ, ଲାଇଫଗାର୍ଡଙ୍କ ଦ୍ୱାରା ଉଦ୍ଧାର

ଗୋପ : ଶେଷ  ରଜରେ ପର୍ଯ୍ୟଟନ କ୍ଷେତ୍ର କୋଣାର୍କ ସମେତ ଚନ୍ଦ୍ରଭଗା ଓ ରାମଚଣ୍ଡୀ ପୀଠରେ ନାହିଁ ନଥିବା ଭିଡ଼…

1 hour ago

‘ଇଭିଏମ୍‌ କୌଣସି OTPରୁ ଖୋଲେ ନାହିଁ, ଏହା ଡିଭାଇସ୍‌ ସହ ସଂଯୁକ୍ତ ନୁହେଁ’, ହ୍ୟାକିଂ ଅଭିଯୋଗକୁ ଖଣ୍ଡନ କଲେ EC

ଇଭିଏମ୍ ଅନ୍‌ଲକ କରିବା ପାଇଁ କୌଣସି ଓଟିପିର ଆବଶ୍ୟକ ହୁଏନାହିଁ । ନିର୍ବାଚନ ଆୟୋଗ ଏକ ସାମ୍ବାଦିକ ସମ୍ମିଳନୀରେ ଏହି…

2 hours ago

ଭାରସାମ୍ୟ ହରାଇ ଓଲଟିଲା ବୋଲେରୋ, ୩ ଆହତ

ବେଗୁନିଆ : ଭାରସାମ୍ୟ ହରାଇ ଓଲଟିଲା ବୋଲେରୋ । ବୋଲଗଡ ଦେଇ ଯାଇଥିବା ଜାତୀୟ ରାଜପଥର ପଞ୍ଚୁକୋଟ ନିକଟରେ ରାୟଗଡ଼ାରୁ…

2 hours ago