ମାନସ ମଙ୍ଗରାଜଙ୍କୁ ବଡ଼ ଦାୟିତ୍ବ, ରାଜ୍ୟ ସଭାରେ BJDର ମୁଖ୍ୟ ସଚେତକ

ରାଜ୍ୟସଭାରେ ବିଜେଡି ସଂସଦୀୟ ଦଳର ମୁଖ୍ୟ ସଚେତକ ଭାବେ ନିଯୁକ୍ତ ହେଲେ ସାଂସଦ ମାନସ ମଙ୍ଗରାଜ। ମୁଖ୍ୟ ସଚେତକ ଭାବେ ନିଯୁକ୍ତି ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜଙ୍କୁ ବଡ଼ ଦାୟିତ୍ବ । ମାନସ ମଙ୍ଗରାଜ ରାଜ୍ୟସଭାରେ ମୁଖ୍ୟ ସଚେତକ। ରାଜ୍ୟସଭାରେ ବିଜେଡି ସଂସଦୀୟ ଦଳ ମୁଖ୍ୟ ସଚେତକ ନିଯୁକ୍ତ । ମୁଖ୍ୟ ସଚେତକ ଭାବେ ନିଯୁକ୍ତି ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏନେଇ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ସୂଚନା ଦେଇଛନ୍ତି ।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.