ରାଜ୍ୟ

ମଞ୍ଜୁଳା ମୁହଁରେ ଫେରିଲା ହସ, ଆଜି ଏସ୍‌ସିବିରୁ ହେବେ ଡିସଚାର୍ଜ

କଟକ(କେନ୍ଯୁଜ୍): ମଞ୍ଜୁଳା ମୁହଁରେ ଏବେ ହସ । ଆଜି ଏସ୍‌ସିବିରୁ ଡିସଚାର୍ଜ ହେବ ମଞ୍ଜୁଳା । SCB ମେଡିକାଲର ପ୍ଲାଷ୍ଟିକ ସର୍ଜରୀ ବିଭାଗରୁ ଅପରାହ୍ନ ୪ଟା ସମୟରେ ମଞ୍ଜୁଳାଙ୍କୁ ଡିସରାର୍ଜ କରାଯିବ। ଏସ୍‌ସିବିର ଜରୁରୀକାଳୀନ ଅଧିକାରୀ ଭୁବନାନନ୍ଦ ମହାରଣା ସୂଚନା ଦେଇଛନ୍ତି।

ନବରଙ୍ଗପୁର ଜିଲ୍ଲା ବାଲିଝର ଗାଁର ୯ ବର୍ଷର କୁନି ଝିଅ ମଞ୍ଜୁଳାର ଡାହାଣ ହାତଟି ସାପ କାମୁଡିବା ପରେ ନଷ୍ଟ ହୋଇଯାଇଥିଲା । ଚିକିତ୍ସା ପାଇଁ ଜୁଲାଇ ମାସ ୧୪ ତାରିଖରେ କଟକ ଏସ୍‌ସିବିରେ ଭର୍ତ୍ତି କରାଯାଇଥିଲା । ପର୍ଯ୍ୟାୟ କ୍ରମେ ମଞ୍ଜୁଳାର ଅପରେସନ ହୋଇଥିଲା । ପ୍ଲାଷ୍ଟିକ ସର୍ଜରୀ ଏଚ୍‌ଓଡି ବିଭୂତି ନାୟକଙ୍କ ତତ୍ତ୍ୱାବଧାନରେ ଏହି ଅପରେସନ କରାଯାଇଥିଲା ।

ଏବେ ହାତଟିର ଅବସ୍ଥା ଭଲ ଅଛି ବୋଲି ଡାକ୍ତର କହିଛନ୍ତି । ହାତଟି ଏବେ ୨୫ ପ୍ରତିଶତ କାମ କରୁଛି । ତେବେ ହାତର ଗୋଟିଏ ଆଙ୍ଗୁଳି ହରାଇବାକୁ ପଡିଛି । ଫିଜିଓଥେରାପି କଲେ ହାତଟି ଆଗପରି ହୋଇଯିବ ବୋଲି କହିଛନ୍ତି ଡାକ୍ତର ।

Sonalisa

Recent Posts

ବିଜେପି ସରକାରଙ୍କ ଶପଥ ଗ୍ରହଣ ଉତ୍ସବରେ ଏମିତି ଆସିଥିଲେ କିଛି ନିଆରା ବ୍ୟକ୍ତି

ଭୁବନେଶ୍ୱର: ଚାରିଆଡ଼େ ପରିବର୍ତ୍ତନର ସ୍ୱର । ଓଡ଼ିଶା ରାଜନୀତିରେ ହୋଇଛି ବଡ଼ ପରିବର୍ତ୍ତନ । ଦୀର୍ଘ ୨୪ ବର୍ଷ ଧରି…

8 mins ago

କଳିଙ୍ଗ ଟିଭିକୁ ଧନ୍ୟବାଦ ଜଣାଇଲେ ନୂଆ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (କେନ୍ୟୁଜ): ମୋହନ ଚରଣ  ମାଝୀ ଏବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ । ଗତକାଲି ତାଙ୍କ ନେତୃତ୍ୱରେ ବିଜେପି ସରକାର…

37 mins ago

ନାଗପୁର ହିଟ ଆଣ୍ଡ ରନ ମାମଲା ; ୩ଶହ କୋଟିର ସଂପତ୍ତି ପାଇଁ ବୋହୂ ଦେଇଥିଲା ସୁପାରୀ

କି ଯୁଗ ହେଲା । ସମ୍ପତି ଲୋଭ ମଣିଷକୁ ଅନ୍ଧ କଲା । ଭୁଲିଗଲା ସବୁ ସମ୍ପର୍କ । ଶଶୁର…

49 mins ago

ରାଜ୍ୟରୁ ହଟିଲା 5T ଓ ମୋ ସରକାର, ବିଭିନ୍ନ ସରକାରୀ କାର୍ଯ୍ୟାଳୟ ପରିସରରୁ ବୋର୍ଡ ହଟାଇବାବୁ ନିର୍ଦ୍ଦେଶ

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟରୁ ହଟିଲା 5T ଓ ମୋ ସରକାର । ବିଭିନ୍ନ ସରକାରୀ କାର୍ଯ୍ୟାଳୟ ପରିସରରୁ ବୋର୍ଡ ହଟାଇବାବୁ…

2 hours ago

ପୋକ୍ସୋ ମାମଲା: ବିଏସ୍ ୟେଦିୟୁରପ୍ପାଙ୍କ ବିରୋଧରେ ଜାମିନ ବିହୀନ ଗିରଫ ପରଓ୍ଵାନା ଜାରି

କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଏସ୍ ୟେଦିୟୁରପ୍ପାଙ୍କ ବିରୋଧରେ ଜାମିନ ବିହୀନ ଗିରଫ ପରଓ୍ଵାନା ଜାରି କରାଯାଇଛି । ବେଙ୍ଗାଲୁରୁର ଏକ…

2 hours ago

ଘର ଉଜାଡିଦେଲା ମଦୁଆ ସ୍ୱାମୀ, ସ୍ତ୍ରୀକୁ ମାରି କିଛି ନଜାଣିବାର ନାଟକ କଲା ନରହନ୍ତା

ଯେଉଁ ହାତରେ ଦିନେ ସ୍ତ୍ରୀ ମଥାରେ ଦେଇଥିଲା ସିନ୍ଦୁର । ଆଜି ସେହି ହାତ ମାରିଦେଲା ସ୍ତ୍ରୀକୁ । ମାରି…

2 hours ago