ମୁଖ୍ୟ ସଚିବ ଭାବେ ନିଯୁକ୍ତି ପାଇଲେ ମନୋଜ ଆହୁଜା

ପରବର୍ତ୍ତୀ ମୁଖ୍ୟ ସଚିବ ଭାବେ ନିଯୁକ୍ତି ପାଇଲେ ମନୋଜ ଆହୁଜା ।

ନୂଆ ସରକାରରେ ନୂଆ ମୁଖ୍ୟ ସଚିବ । ପରବର୍ତ୍ତୀ ମୁଖ୍ୟ ସଚିବ ଭାବେ ନିଯୁକ୍ତି ପାଇଲେ ମନୋଜ ଆହୁଜା । ନିକଟରେ କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିଲେ । ଏହା ପରେ ତାଙ୍କୁ ରାଜ୍ୟ ସରକାର ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ଦେଇଛନ୍ତି । ବର୍ତ୍ତମାନର ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ଦେଇଛନ୍ତି । ବର୍ତ୍ତମାନର ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ଜୁନ ୩୦ ତାରିଖରେ ଅବସର ଗ୍ରହଣ କରିବେ । ତାଙ୍କ ପରେ ଦାୟିତ୍ୱ ଗ୍ରହଣ କରିଥିଲେ ମନୋଜ ଆହୁଜା । ଏହାସହ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ସଚିବ ଭାବେ ମଧ୍ୟ ଦାୟିତ୍ୱ ଗ୍ରହଣ କରିବେ ।