ରାଜ୍ୟ

ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ, ୬ ଆହତ

ସୋନପୁର  (କେନ୍ୟୁଜ): : ପାତାଳୀ ଶ୍ରୀକ୍ଷେତ୍ରରୁ ପୁରୀ ଶ୍ରୀକ୍ଷେତ୍ର ଚଲାଚଳ କରୁଥିବା ଯାତ୍ରୀବାହୀ ବସ ଦୁର୍ଘଟଣା । ୬ ଜଣ ଯାତ୍ରୀ ଆହତ ହୋଇଥିବା ଜଣାପଡିଛି। ଆଜି ପ୍ରାୟ ସକାଳ ୭ଟା ସମୟରେ ପୁରୀ ଶ୍ରୀକ୍ଷେତ୍ର ରୁ ଫେରୁଥିବା ପାତାଳୀଶ୍ରୀ କ୍ଷେତ୍ର ଯାତ୍ରୀବାହୀଟି ଭାରସାମ୍ୟ ହରାଇ ରାସ୍ତା ତଳକୁ ଓଲଟି ପଡିଲା ।

ଏହି ଦୁର୍ଘଟଣାରେ ୬ ଜଣ ଆହତ ହୋଇଛନ୍ତି। ସୋନପୁର ବିରମହାରାଜପୁର ରାଜ୍ୟ ରାଜପଥର ଭୁଦୋବର ଠାରେ ଦୁର୍ଘଟଣା ଗ୍ରସ୍ଥ ହୋଇଛି । ବର୍ତ୍ତମାନ ବସ କୁ ରାସ୍ତା ଉପରକୁ ବାହାର କରାଯାଉଛି ।

 

Barsha

Recent Posts

ଆଜିଠୁ ଦୁଇ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ସ୍ବାଗତ ପାଇଁ ଜନ୍ମମାଟି ଭବ୍ୟ ପ୍ରସ୍ତୁତି

ଭୁବନେଶ୍ୱର (କେନ୍ୟୁଜ): ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଦୁଇ ଦିନିଆ କେନ୍ଦୁଝର ଜିଲ୍ଲା ଗସ୍ତ । ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ବ…

10 mins ago

୩ ରୁ ୪ ଦିନ ମଧ୍ୟରେ ସବୁ ଜିଲ୍ଲାକୁ ଛୁଇଁବ ମୌସୁମୀ, ୨୫ରୁ ବଢିବ ବର୍ଷା

ଭୁବନେଶ୍ୱର (କେନ୍ୟୁଜ): ଆଗାମୀ ୩ ରୁ ୪ ଦିନ ମଧ୍ୟରେ ଓଡ଼ିଶାର ସବୁ ଜିଲ୍ଲାକୁ ଛୁଇଁବ ମୌସୁମୀ । ସୁନ୍ଦରଗଡ଼…

24 mins ago

ତାଜା ଅପଡ଼େଟ : ଜାଣନ୍ତୁ ଆପଣଙ୍କ ସହରରେ ପେଟ୍ରୋଲ ଦର ବଢିଛି ନା କମିଛି ?

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୦ ଟଙ୍କା ୯୨ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

35 mins ago

ଟି-ଟ୍ବେଣ୍ଟି ବିଶ୍ବକପ୍ : ସୁପର-୮ରେ ଭାରତର ଦ୍ବିତୀୟ ବିଜୟ, ବାଂଲାଦେଶକୁ ୫୦ ରନରେ କଲା ପରାସ୍ତ

ଟି-ଟ୍ବେଣ୍ଟି ବିଶ୍ବକପ୍ ରେ ବାଂଲାଦେଶକୁ ହରାଇ ସୁପର-୮ରେ ଭାରତର କ୍ରମାଗତ ବିଜୟ । ବାଂଲାଦେଶକୁ ୫୦ ରନରେ ପରାସ୍ତ କରି…

43 mins ago

ସ୍ଥିର ରହିଛି ସୁନା ଦର, କିଣିବାକୁ ଚାହୁଁଛନ୍ତି କି ଆଜି ହିଁ ନେଇ ଆସନ୍ତୁ

ଆଜି ସ୍ଥିର ରହିଛି ସୁନା-ରୂପା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି ତେବେ…

59 mins ago

ବାରିପଦା ବସ ଷ୍ଟାଣ୍ଡରେ ହଣାକଟା ଘଟଣା: ଉଭୟ ପକ୍ଷରୁ ୧୦ ଜଣଙ୍କୁ ଗିରଫ କରିଛି ପୋଲିସ୍

ବାରିପଦା (କେନ୍ୟୁଜ): ବାରିପଦା ଘରୋଇ ବସଷ୍ଟାଣ୍ଡରେ ହଣାକଟା ଘଟଣାରେ ପୋଲିସର ଆକ୍ସନ । ଦୁଇଟି ପୃଥକ ପୃଥକ ମାମଲା ରୁଜୁ…

1 hour ago