Below header

ନୂଆପଡ଼ା ବୋଡେନ ବ୍ଲକ କାଠଫାର ଜଙ୍ଗଲରେ ମାଓ କ୍ୟାମ୍ପ ଠାବ, ଦୁଇଟି ବନ୍ଧୁକ ସହ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ

ନୂଆପଡ଼ା : ନୂଆପଡ଼ା ଜିଲ୍ଲା ବୋଡେନ ବ୍ଲକ କାଠଫାର ଜଙ୍ଗଲରେ ମାଓ କ୍ୟାମ୍ପ ଠାବ । ଦୁଇଟି ବନ୍ଧୁକ ସହ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ କରାଯାଇଛି । ସିଆରପିଏଫ ଯବାନମାନେ କମ୍ବିଂ ଅପରେସନ ଚଳାଇଥିବା ବେଳେ ମାଓ କ୍ୟାମ୍ପକୁ ଠାବ କରିଥିଲେ । ହେଲେ ଘଟଣାସ୍ଥଳରୁ ମାଓବାଦୀମାନେ ଚମ୍ପଟ ମାରିଛନ୍ତି । ସଂପୃକ୍ତ ଅଞ୍ଚଳରେ କମ୍ବିଂ ଅପରେସନକୁ ଜୋରଦାର କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.