ନୂଆପଡ଼ା: ପାଟଦରା ସଂରକ୍ଷିତ ଜଙ୍ଗଲରୁ ମାଓ କ୍ୟାମ୍ପ ଠାବ, ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ

ନୂଆପଡ଼ା(କେନ୍ୟୁଜ୍): ଠାବ ହେଲା ମାଓ କ୍ୟାମ୍ପ। ଜବତ ହେଲା ବିପୁଳ ପରିମାଣର ମାଓ ସାମଗ୍ରୀ। ନୂଆପଡ଼ା ଜିଲ୍ଲା ବୋଡେନ ଥାନା ପାଟଦରା ସଂରକ୍ଷିତ ଜଙ୍ଗଲରୁ ମାଓ କ୍ୟାମ୍ପ ଠାବ କରାଯାଇଛି। ସେଠାରୁ ବିପୁଳ ପରିମାଣର ମାଓ ସାମଗ୍ରୀ ସହ ବନ୍ଧୁକ ଜବତ କରାଯାଇଛି। ଜଙ୍ଗଲରେ ମାଓ କ୍ୟାମ୍ପ ଚାଲିଥିବା ଖବର ପାଇ CRPF ଯବାନ କୁମ୍ବିଂ ଅପରସେନ୍‌ କରିଥିଲେ। ତେବେ ମାଓବାଦୀମାନେ ଘଟଣାସ୍ଥଳରୁ ଛତ୍ରଭଙ୍ଗ ଦେଇଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.