ମାଲକାନଗିରି(କେନ୍ଯୁଜ୍) : ଅଡିଓ ଟେପ୍ ଜାରି କଲେ ମାଓନେତା କୈଳାସ। ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କରି ସେ ଏହି ଅଡିଓ ଟେପ୍ ଜାରି କରିଛନ୍ତି। ଡାଏ ପ୍ରଭାବରେ ମାଲକାନିଗିରି ଜିଲ୍ଲାର ଅନେକ ଅଞ୍ଚଳରେ ବନ୍ୟା ସ୍ଥିତି। ସେଥିପାଇଁ ବାଲିମେଳା ଜଳଭଣ୍ଡାରରୁ ତୁରନ୍ତ ପାଣି ନିଷ୍କାସନ ପାଇଁ ଅଡିଓ ଟେପ୍ ମାଧ୍ୟମରେ ଦାବି କରାଯାଇଛି। ନଚେତ୍ ପରିସ୍ଥିତି ଭୟାବହ ହେବ ବୋଲି କୁହାଯଇଛି ।
ଦାରିଙ୍ଗବାଡ଼ି : କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଳକ ଅନ୍ତର୍ଗତ କିଲାବାଡ଼ି ଗ୍ରାମରେ ଆଜି ଅପରାହ୍ନରେ କାଳ ବୈଶାଖୀ ବର୍ଷା ଜନିତ…
ଲକ୍ଷ୍ମୀପୁର : ଆଜି କୋରାପୁଟ ଜିଲ୍ଲା ନାରାୟଣପାଟଣା ଥାନା ଗଦରାଗୁଡ଼ା ଏବଂ ପିଲ୍କୁର୍ ଗାଁରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିଛି…
ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ ଗାନ୍ଧୀ ଛକରେ ବଜ୍ରାଘାତରେ ଦୁଇ ଯୁବକଙ୍କ ମୃତ୍ୟୁ…
ଗତ ୭୨ ଘଣ୍ଟାରେ ରାଜ୍ୟରେ ଅଂଶୁଘାତରେ ୨୦ଜଣଙ୍କ ମୃତ୍ୟୁ ଘଟିଛି । ଏହି ସମୟ ମଧ୍ୟରେ ୯୯ଟି ଅଂଶୁଘାତଜନିତ ମୃତ୍ୟୁ…
ସେହି ରେଳ ଧାରଣା ଅଛି । ସେଇଠି ଟ୍ରେନ୍ ବି ଚାଲୁଛି । ତଥାପି ଗୁମୁରି ଗୁମୁରି କାନ୍ଦୁଛି ଏ…
ବାଲେଶ୍ୱର ଜିଲ୍ଲା ବାହାନଗାଠାରେ ଘଟିଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣାକୁ ପୂରିଛି ଏକ ବର୍ଷ । ଏଭଳି ଦୁର୍ଘଟଣାରେ ମର୍ମାହତ ହୋଇ…