ରାଜ୍ୟ

କୋରାପୁଟ ପୋଲିସକୁ ବଡ଼ ସଫଳତା, ଆନ୍ଧ୍ର-ଓଡ଼ିଶା ସୀମାନ୍ତ ଜଙ୍ଗଲରୁ ଜବତ ହେଲା ବିପୁଳ ପରିମାଣର ମାଓ ସାମଗ୍ରୀ

କେନ୍ୟୁଜ୍(ବ୍ୟୁରୋ): କୋରାପୁଟ ପୋଲିସକୁ ବଡ଼ ସଫଳତା। ଆନ୍ଧ୍ର-ଓଡ଼ିଶା ସୀମାନ୍ତ ଜଙ୍ଗଲରୁ ଜବତ କରିଛି ବିପୁଳ ପରିମାଣର ମାଓ ସାମଗ୍ରୀ। ପଟାଙ୍ଗୀ ଥାନା ଅମ୍ପାବାଲି ଅଂଚଳର ତୁମ୍ବିଗୁଡା ଓ ପାନାବାଡି ନିକଟରୁ ମାଟି ତଳେ ୨ଟି ଡ୍ରମରେ ପୋତା ଯାଇଥିବା ମାଓ ସାମଗ୍ରୀକୁ ପୋଲିସ ଜବତ କରିଛି।

ଗୋଟିଏ ବନ୍ଧୁକ, ଗୋଟିଏ ପିସ୍ତଲ, ହେଣ୍ଡ ଗ୍ରେନେଡ୍‌, ୪ଟି ଇଲେକ୍ଟ୍ରିକ୍‌ ଡିଟୋନେଟର, ଗନ ପାଉଡର ସହ ବହୁ ପରିମାଣରେ ମାଓ ନଥିପତ୍ର ଜବତ ହୋଇଛି। ନନ୍ଦପୁର ଏରିଆ କମିଟିର ମାଓବାଦୀ ମାନେ ଏ ଅଂଚଳରେ ଚଳପ୍ରଚଳ କରୁଥିବା ଖବର ମଳିଥିଲା। ଏହାପରେ ବିଏସ୍‌ଏଫ, ଏସ୍‌ଓଜି, ଡିଭିଏଫ ତରଫରୁ କମ୍ବିଂ ଅପରେସନ କରାଯାଇଥିଲା ।

KNews Bureau

Recent Posts

ସୁଭଦ୍ରା ଯୋଜନାରେ ହେଉଥିବା ଗୁଜବକୁ ବିଶ୍ବାସ କରନ୍ତୁ ନାହିଁ: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ସୁଭଦ୍ରା ଯୋଜନାରେ ହେଉଥିବା ଗୁଜବକୁ ବିଶ୍ବାସ କରନ୍ତୁ ନାହିଁ । ଯୋଜନା ଉପରେ କୌଣସି ଭୁଲ ଖବର…

1 min ago

କାନ୍ଦି କାନ୍ଦି ବେହୋସ ହେଲା କୁନି ଝିଅ, ଉଚିତ ସମୟରେ ସିପିଆର ଦେଇ ଜୀବନ ବଞ୍ଚାଇଲେ ଡାକ୍ତର

ତାଜ ମହଲ ଦେଖିବାକୁ ଆସି ଜୀବନ ମୃତ୍ୟୁ ସହ ସଂଘର୍ଷ କଲା କୁନି ଝିଅ । ବାପା ମା’ଙ୍କ ସହ…

5 mins ago

ଲକ୍ଷ୍ମୀ ବସ୍ ସେବା ନେଇ ଲୋକଙ୍କ ମଧ୍ୟରେ ଦ୍ବନ୍ଦ୍ବ, ଲୋକେ କହୁଛନ୍ତି ବସ୍ ନାଁ ରହୁ କି ନ ରହୁ ସେବା ଜାରି ରହୁ

ମାଲକାନଗିରି (କେନ୍ୟୁଜ) : ଉପାନ୍ତ ମାଲକାନଗିରି ଜିଲ୍ଲାରେ ଗରିବ ଆଦିବାସୀ ଲୋକଙ୍କ ଯାତାୟାତର ଏବଂ ଆର୍ଥିକ ଉର୍ଣ୍ଣତି ପାଇଁ ଗତ…

7 mins ago

ବିମାନରେ ବସି ଯାତ୍ରା କରୁଥିଲେ ଯାତ୍ରୀ, କିନ୍ତୁ ଯାତ୍ରୀଙ୍କ ନାକ କାନରୁ ବାହାରିଲା ରକ୍ତ

ବିମାନରେ ବସି ଯାତ୍ରା କରୁଥିଲେ ଯାତ୍ରୀ । ହେଲେ ହଠାତ୍‌ ଯାତ୍ରୀଙ୍କ ନାକରୁ ରକ୍ତ ବାହାରିବା ସହ କାନରେ ଯନ୍ତ୍ରଣା…

12 mins ago

ଗ୍ରୁପରୁ ଋଣ ଉଠାଇ ଫେରାର୍, ଅଭିଯୁକ୍ତ ଘରେ ତାଲା ପକାଇଲେ ଗାଁର ମହିଳା

କଣ୍ଟାବାଞ୍ଜି: ଟଙ୍କା ନେଇ ଛୁ ମାରିଲେ, ହେଲେ ଚୁପ୍ ବସିଲେନି ଗାଁର ମହିଳାମାନେ । ସିଧା ଘରକୁ ଗଲେ ଆଉ…

20 mins ago

ମାସକ ଭିତରେ ମୁକୁଳା ଡ୍ରେନରେ ପଡ଼ିବ ସ୍ଲାବ, ସପ୍ତାହ ଭିତରେ ସରିବ ବାରିକେଡ କାମ: BMC କମିଶନର

ଭୁବନେଶ୍ୱର  : ବାରମ୍ବାର ମୁକୁଳା ଡ୍ରେନରେ ଅଘଟଣ ପରେ ତତ୍ପର ପ୍ରାଶସନ । ମାସକ ଭିତରେ ମୁକୁଳା ଡ୍ରେନ ଉପରେ…

38 mins ago