Below header

ମାଲାକନଗିରିରେ ପୁଣି ଲାଲ୍ ତାଣ୍ଡବ, ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ତିନି ମୃତ

ମାଲାକନଗିରି (କେନ୍ୟୁଜ୍) : ପୁଣି ଲାଲ୍ ତାଣ୍ଡବ। ମାଲାକନଗିରି ସୀମାନ୍ତ ଛତିଶଗଡ଼ ସୁକମାରେ ମାଓବାଦୀଙ୍କ ହିଂସାକାଣ୍ଡ। ମେଟଗୁଡେମ ଜଙ୍ଗଲରେ ମାଓବାଦୀଙ୍କ ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ତିନି ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ଜଣେ ମହିଳା ଅଛନ୍ତି। ପୋଲିସକୁ ଟାର୍ଗେଟ କରି ମାଓବାଦୀମାନେ ଏହି ଲ୍ୟାଣ୍ଡମାଇନ୍ ବିସ୍ଫୋରଣ କରିଥିବା ସୂଚନା ଦେଇଛନ୍ତି ସୁକମା ଏସପି ଅଭିଷେକ ମୀନା।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.