ବାଲିଗୁଡା: କନ୍ଧମାଳ ଜିଲା ବାଲିଗୁଡା ଥାନା ଅଂଚଳ ପୋଖରିବନ୍ଧ ଜଙ୍ଗଲରେ ମାଓ କ୍ୟାମ୍ପ ଧ୍ୱଂସ । ଏସ୍ଓଜି ଓ ଡିଭିଏଫଙ୍କ ମିଳିତ କମ୍ବିଂ ବେଳେ, ମାଓବାଦୀଙ୍କ ସହ ଗୁଳିବିନିମୟ ହୋଇଥିଲା । ଅନ୍ଧାର ଏବଂ ଘଂଚ ଜଙ୍ଗଲର ସୁଯୋଗ ନେଇ ମାଓବାଦୀ ମାନେ ଛତ୍ର ଭଙ୍ଗ ଦେଇଥିଲେ ।
ମାଓବାଦୀମାନଙ୍କୁ ଧରିବା ପାଇଁ ପୋଲିସ ୪ ଦିନ ହେଲା କମ୍ବିଂ କରୁଥିଲା । କିଛି ମାଓ କ୍ୟାମ୍ପକୁ ନଷ୍ଟ କରିବାରେ ପୋଲିସ ସଫଳ ହୋଇଛି । କ୍ୟାମ୍ପରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ ହୋଇଛି । ତିନିଟି ବନ୍ଧୁକ, ମେଡିସିନ, ମାଓ ପୁସ୍ତକ,କିଛି ରାସନ ସାମଗ୍ରୀ ଜବତ ହୋଇଥିବା କନ୍ଧମାଲ ଏସ୍ପି ସୂଚନା ଦେଇଛନ୍ତି ।
ଚୌଦ୍ୱାର : ଶାଶୁ କହୁ କହୁ କାନ୍ଦି ପକାଉଛନ୍ତି । ନିଜର ନାତି ନାତୁଣୀଙ୍କୁ ଧରି ଶାଶୁ ପହଁଚିଛନ୍ତି ଥାନାରେ…
ଭୁବନେଶ୍ୱର: ରାଜ୍ଯରେ ସକ୍ରିୟ ରହିଛି ମୌସୁମୀ ବାୟୁ । ପ୍ରଭାବରେ ରାଜ୍ୟବ୍ୟାପୀ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି ।…
ଭୁବନେଶ୍ୱର(କେନ୍ୟୁଜ୍): ରଥଯାତ୍ରା ପାଇଁ ଓଏସଆରଟିସି ପକ୍ଷରୁ ହେବ ଏହି ସ୍ୱତନ୍ତ୍ର ବ୍ୟବସ୍ଥା । ପ୍ରତି ବ୍ଲକ ହେଡକ୍ୱାର୍ଟରରୁ ପୁରୀକୁ ଗଡିବ…
ଫ୍ୟାନ୍ସ ଉତ୍ସାହର ସହିତ ପ୍ରଭାସଙ୍କ ଫିଲ୍ମ ‘କଲ୍କୀ 2898 AD’କୁ ଅପେକ୍ଷା କରିଛନ୍ତି । ଏହି ଫିଲ୍ମଟି ଜୁନ୍ ୨୭ରେ…
ପୋଲିସ ବାବୁଙ୍କୁ ମହଙ୍ଗା ପଡ଼ିଲା ପରକୀୟା ପ୍ରେମ । ପ୍ରେମ କରି ଫସିଲେ ପୋଲିସ ବାବୁ। ହୋଟେଲ ରୁମ୍ରୁ ପ୍ରେମିକା…
କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଦଳ ବଡ଼ ଦାୟିତ୍ୱ ହସ୍ତାନ୍ତର କରିଛି । ତାଙ୍କୁ…