ବିଶାଖାପାଟଣା ଜିଲ୍ଲାରେ ମାଓବାଦୀଙ୍କ ବର୍ବରକାଣ୍ଡ

ବିଶାଖାପାଟଣା: ମାଲକାନଗିରି ସୀମାନ୍ତ ଆନ୍ଧ୍ରର ବିଶାଖାପାଟଣା ଜିଲ୍ଲାରେ ମାଓବାଦୀଙ୍କ ବର୍ବରକାଣ୍ଡ। ପୋଲିସ ଇନଫର୍ମର ସନ୍ଦେହରେ ଜଣଙ୍କୁ ଗୁଳିକରି ହତ୍ୟା କରିଛନ୍ତି ମାଓବାଦୀ। ମୃତକ ହେଉଛନ୍ତି କୁମାପୁଡ଼ି ଗାଁର ଜୟରାମ।। ସେହିପରି ଜିଲ୍ଲାର ଏମଭି-୯୦ ଓ ଏମ୍-୭୦ ଗାଁରେ ମାଓ ପୋଷ୍ଟର ଦେଖିବାକୁ ମିଳିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.